ରିଲିଜ ହେବ ‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’- ‘ଭୂତ’: ବକ୍ସ ଅଫିସରେ ଆୟୁଷ୍ମାନ-ବିକ୍କିଙ୍କ ମଧ୍ୟରେ ଟକ୍କର

ବମ୍ବେ: ଆସନ୍ତା ସପ୍ତାହରେ ରିଲିଜ ହେବ ଦୁଇଟି ବହୁ ପ୍ରତୀକ୍ଷିତ ଫିଲ୍ମ। ଗୋଟିଏ ପଟେ ଆୟୁଷ୍ମାନ ଖୁରାନ୍ନାଙ୍କ ‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’କୁ ଅନ୍ୟପକ୍ଷେ ବିକ୍କି କୌଶଲଙ୍କ ‘ଭୂତ’ର ବଡ଼ପରଦାରେ ହେବ ଟକ୍କର। ଦର୍ଶକଙ୍କୁ ସର୍ବଦା ଭରପୂର ମନୋରଞ୍ଜନର ଗ୍ୟାରେଣ୍ଟି ଦେଇଆସୁଥିବା ଆୟୁଷ୍ମାନଙ୍କ ଏହି ଫିଲ୍ମ ହିଟ୍‌ ହେବ ବୋଲି ନିର୍ମାତା ଆଶା ରଖିଛନ୍ତି। ସେହିଭଳି ଭୂତର କାହାଣୀ ଦମଦାର ରହିଥିବାରୁ ହରର୍‌ ଫିଲ୍ମ ଦେଖୁଥିବା ଦର୍ଶକଙ୍କ ମନ ଜିଣିବ ବୋଲି ବିକ୍କି ଆଶା ରଖିଛନ୍ତି।

‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’ର କାହାଣୀର ପୃଷ୍ଠଭୂମିକୁ ଦେଖିଲେ ଏହା ସମଲିଙ୍ଗୀ ସମ୍ପର୍କ ଉପରେ ପର୍ଯ୍ୟବେଶିତ। ଆୟୁଷ୍ମାନ ଏଥିରେ ଗେ’ ଭୂମିକାରେ ନଜର ଆସିବେ। ଫିଲ୍ମର ଟ୍ରେଲର ରିଲିଜ ହେବା ପରଠାରୁ ଏହା ଚର୍ଚ୍ଚାରେ ରହିଆସୁଛି। ସେହିଭଳି ଭୂତ ହେଉଛି ଏକ ହରର୍‌ ଥ୍ରିଲର୍‌ ଫିଲ୍ମ। ଏହାର ନିର୍ଦ୍ଦେଶନା ଦେଉଛନ୍ତି ଭାନୁ ପ୍ରତାପ ସିଂହ। ନିକଟରେ ଫିଲ୍ମଟିର ଟ୍ରେଲର ରିଲିଜ ହେବା ପରେ ଏହାକୁ ବେଶ୍‌ ପସନ୍ଦ କରାଯାଇଥିଲା।

ପୂର୍ବରୁ ଆୟୁଷ୍ମାନଙ୍କ ଫିଲ୍ମ ‘ବାଲା’, ‘ଡ୍ରିମ୍‌ ଗର୍ଲ’, ‘ଆର୍ଟିକିଲ ୧୫’, ‘ବଧାଇ ହୋ’, ‘ଅନ୍ଧାଧୁନ୍‌’ ହିଟ୍‌ ସାବ୍ୟସ୍ତ ହୋଇଥିଲା। ଏହାଛଡ଼ା ବିକ୍କିଙ୍କ ‘ଉରି’, ‘ମନମର୍ଜିୟା’, ‘ସଞ୍ଜୁ’, ‘ଲଷ୍ଟ ଷ୍ଟୋରିଜ୍‌’ ମଧ୍ୟ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରିଥିଲା। ଏବେ ଫେବୃୟାରୀ ୨୧ରେ ଉଭୟଙ୍କ ଫିଲ୍ମ ରିଲିଜ ହେବ। ଏହା ଫିଲ୍ମର ବ୍ୟବସାୟକୁ ଫିକା କରିପାରେ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri