ସୋର, ୨୪ା୪(ଡି.ଏନ୍.ଏ.)-ସୋର ଗୋପୀନାଥପୁରସ୍ଥିତ କଳାକାର ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ ହଜାର ଟଙ୍କାର ଏକ ଡ୍ରାଫ୍ଟ ସୋର ତହସିଲଦାରଙ୍କ ଡ. ଅଶୋକ କୁମାର ଦାସଙ୍କ ଜରିଆରେ ପ୍ରଦାନ କରାଯାଇଛି। ଗୁରୁବାର ମଧ୍ୟାହ୍ନରେ ମହାସଂଘର ସଭାପତି ଉପେନ୍ଦ୍ର ଜେନା, ସମ୍ପାଦକ ଗଙ୍ଗାଧର ବେହେରା, ସହ ସମ୍ପାଦକ ମାଧବଚନ୍ଦ୍ର ମହାରଣା, କର୍ମକର୍ତ୍ତା ଶଙ୍କର୍ଷଣ ମହାନ୍ତି, ଭାଗବତ ମହାଳିକ, କୁଞ୍ଜ ବିହାରୀ ଦାସ, ପ୍ରଫୁଲ୍ଲ ବାରିକ, ଗୁରୁ ପ୍ରସାଦ ବେହେରା, ଗଙ୍ଗାଧର ଜେନା, ସୁଧାକର ପରିଡା, ରଘୁନାଥ ମହାନ୍ତି, ମନୋରମା ଦାସ, ଅନ୍ନପୂର୍ଣ୍ଣା ଦାସ, ମଞ୍ଜୁଶା ଦାସ, ସକିମଣୀ ଦାସ, ସରୋଜିନୀ ଦାସ, କାଞ୍ଚନ ବାରିକ, ପ୍ରଫୁଲ୍ଲତା ସନ୍ଦୀବଗ୍ରହ ଓ ସାଧବୀ ଜେନା ପ୍ରମୁଖ ଏହି ଦାନ ରାଶି ସଂଗ୍ରହରେ ସହଯୋଗ କରିଥିଲେ। ସେହିପରି ପ୍ରାକ୍ତନ ପ୍ରଧାନଶିକ୍ଷକ ବିଷ୍ଣୁ ଚରଣ ପଣ୍ଡା ନିଜ ପେନ୍ସନ୍ରୁ ୨୦ ହଜାର ଟଙ୍କା ବିଧାୟକ ପର୍ଶୁରାମ ଧଡାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ସୋର କ୍ୟାମ୍ରିଜ୍ ବିଦ୍ୟାଳୟ ୨ଶ୍ରେଣୀର ଛାତ୍ର ପ୍ରଦୀପ କୁମାର ସାହୁଙ୍କ ପୁଅ ଜ୍ୟୋତିରାଜ ସାହୁ ୧ ହଜାର ଟଙ୍କା ତହସିଲଦାରଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି।
Posted inଆମ ଜିଲା ଖବର, ବାଲେଶ୍ୱର View All
ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା
ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...
PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା
ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...
ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ
ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...
ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…
ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...
ବାଇକ୍ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…
କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...
ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…
ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...
ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ
ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...
ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...
Archives


