ରିଲିଫ୍‌ ପାଣ୍ଠିକୁ ସହାୟତା

ସୋର, ୨୪ା୪(ଡି.ଏନ୍‌.ଏ.)-ସୋର ଗୋପୀନାଥପୁରସ୍ଥିତ କଳାକାର ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୦ ହଜାର ଟଙ୍କାର ଏକ ଡ୍ରାଫ୍ଟ ସୋର ତହସିଲଦାରଙ୍କ ଡ. ଅଶୋକ କୁମାର ଦାସଙ୍କ ଜରିଆରେ ପ୍ରଦାନ କରାଯାଇଛି। ଗୁରୁବାର ମଧ୍ୟାହ୍ନରେ ମହାସଂଘର ସଭାପତି ଉପେନ୍ଦ୍ର ଜେନା, ସମ୍ପାଦକ ଗଙ୍ଗାଧର ବେହେରା, ସହ ସମ୍ପାଦକ ମାଧବଚନ୍ଦ୍ର ମହାରଣା, କର୍ମକର୍ତ୍ତା ଶଙ୍କର୍ଷଣ ମହାନ୍ତି, ଭାଗବତ ମହାଳିକ, କୁଞ୍ଜ ବିହାରୀ ଦାସ, ପ୍ରଫୁଲ୍ଲ ବାରିକ, ଗୁରୁ ପ୍ରସାଦ ବେହେରା, ଗଙ୍ଗାଧର ଜେନା, ସୁଧାକର ପରିଡା, ରଘୁନାଥ ମହାନ୍ତି, ମନୋରମା ଦାସ, ଅନ୍ନପୂର୍ଣ୍ଣା ଦାସ, ମଞ୍ଜୁଶା ଦାସ, ସକିମଣୀ ଦାସ, ସରୋଜିନୀ ଦାସ, କାଞ୍ଚନ ବାରିକ, ପ୍ରଫୁଲ୍ଲତା ସନ୍ଦୀବଗ୍ରହ ଓ ସାଧବୀ ଜେନା ପ୍ରମୁଖ ଏହି ଦାନ ରାଶି ସଂଗ୍ରହରେ ସହଯୋଗ କରିଥିଲେ। ସେହିପରି ପ୍ରାକ୍ତନ ପ୍ରଧାନଶିକ୍ଷକ ବିଷ୍ଣୁ ଚରଣ ପଣ୍ଡା ନିଜ ପେନ୍‌ସନ୍‌ରୁ ୨୦ ହଜାର ଟଙ୍କା ବିଧାୟକ ପର୍ଶୁରାମ ଧଡାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ସୋର କ୍ୟାମ୍ରିଜ୍‌ ବିଦ୍ୟାଳୟ ୨ଶ୍ରେଣୀର ଛାତ୍ର ପ୍ରଦୀପ କୁମାର ସାହୁଙ୍କ ପୁଅ ଜ୍ୟୋତିରାଜ ସାହୁ ୧ ହଜାର ଟଙ୍କା ତହସିଲଦାରଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?