ରେମୁଣା, ୨୧।୪(ଡି.ଏନ୍.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବରୁଣସିଂ ପଞ୍ଚାୟତ ଅଧୀନ ମାଳ ଗ୍ରାମ ନିକଟସ୍ଥ ରସିକପୁର ଗ୍ରାମର କେତେକ ଅନୁଷ୍ଠାନପ୍ରେମୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ କରୋନା ମୁକାବିଲା ପାଇଁ ସାହାଯ୍ୟର ହାତ ବଢ଼ାଇଛନ୍ତି। ସେମାନେ ମିଳିମିଶି ୨୧୦୦ ଟଙ୍କା ତହସିଲଦାରଙ୍କ ଦ୍ୱାରା ପ୍ରଦାନ କରିଛନ୍ତି। କୌଶଲ୍ୟା ମାହାର୍ଣ୍ଣା, ଦୁର୍ଗାଚରଣ ମହାନ୍ତି, ବାଦଲ ଦଳେଇ ପ୍ରମୁଖ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।
ସେହିପରି ନୀଳଗିରି ରୋଡ଼ ହାଇସ୍କୁଲ, ବରୁଣସିଂର ପୂର୍ବତନ ଛାତ୍ର ସଂସଦ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂସଦର ସଭାପତି ଓ ସମ୍ପାଦକଙ୍କ ନିର୍ଦ୍ଦେଶକ୍ରମେ ରେମୁଣା ତହସିଲଦାରଙ୍କ ଦ୍ୱାରା ଚେକ୍ ପ୍ରଦାନ କରାଯାଇଛି।
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍…
ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ
ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…
ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ
ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…
ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…
ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…
ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……
ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…
ଖାଉଥିଲେ ପରିବାର ଲୋକେ: ହଠାତ୍ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…
ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍ ୬ଜଣ…
ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି
ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…
ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…
ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…
Archives

