ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା

ଖଇରା, ୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ଓ ଖଇରା ବ୍ଲକର ବିଭିନ୍ନ ପଞ୍ଚାୟତର ଅଙ୍ଗନୱାଡି କେନ୍ଦ୍ରକୁ ଛତୁଆ ଯୋଗାଇ ଆସୁଥିବା ମା’ ରାଉତରାଉତାଣୀ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି ା ମଙ୍ଗଳବାର ଖଇରା ବ୍ଲକ ଡୁଙ୍ଗୁରା ପଞ୍ଚାୟତ ଅଧୀନ ଭୀମନାଥପୁର ଛତୁଆ ପ୍ରସ୍ତୁତି କେନ୍ଦ୍ର ପରିସରରେ ସଭାପତି ଗୀତାଞ୍ଜଳି ମହାନ୍ତି ଓ ସମ୍ପାଦିକା ମାନସୀ ମହାନ୍ତି ସ୍ଥାନୀୟ ସମିତିସଭ୍ୟ ପ୍ରକାଶ କୁମାର ଲେଙ୍କାଙ୍କ ମାଧ୍ୟମରେ ୨୦ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି ା ସେହିଭଳି ହରିପୁର ପ୍ରାଣୀ ସହାୟକ କେନ୍ଦ୍ରର ପ୍ରାଣୀଧନ ନିରୀକ୍ଷକ କମଳାକାନ୍ତ ମଲ୍ଲିକ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୩୦ହଜାର ଟଙ୍କା ଦାନ କରିଛନ୍ତି ା ସେ ସିଧାସଳଖ କୁପାରୀ ବ୍ୟାଙ୍କରେ ଏହି ଅର୍ଥ ଜମା କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri