ରିଲିଫ ପାଣ୍ଠିକୁ ଶୀତଳଷଷ୍ଠୀ ମିଳିତ କ୍ରିୟାନୁଷ୍ଠାନ କମିଟିର ଦାନ

ସମ୍ବଲପୁର,୧୨।୪(ବ୍ୟୁରୋ): ସମ୍ବଲପୁର ଶୀତଳଷଷ୍ଠୀ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ରବିବାର ମିଳିତ କ୍ରିୟାନୁଷ୍ଠାନ କମିଟିର କର୍ମକର୍ତ୍ତା ବରଗଡ ଏମ୍‌ପି ସୁରେଶ ପୂଜାରୀଙ୍କୁ ଏହି ଚେକ୍‌ ପ୍ରଦାନ କରିଛନ୍ତି । ନନ୍ଦପଡା ଯାତ୍ରା କମିଟିର ଅମୂଲ୍ୟ କୁମାର ମିଶ୍ର, ଫଣିଭୂଷଣ ମିଶ୍ର, ସମୀରରଞ୍ଜନ ବାବୁ, ମୁଦିପଡାର ସୁନୀଲ ଦାଶ, ଗତିକୃଷ୍ଣ ଷଡଙ୍ଗୀ, ଝାଡୁଆପଡାର ଶୁଭେନ୍ଦୁ ମିଶ୍ର ଓ ଅଭିଷେକ ମିଶ୍ର ଏହି ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍‌ ଆବେଦନ ସମୟସୀମା

ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍‌ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର…

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ନୂଆଦିଲ୍ଲୀ,୧୦।୪: ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri