ରିଲେସନଶିପରେ ରହିଛନ୍ତି ଅନନ୍ୟା !

ମୁମ୍ବାଇ: ବଲିଉଡ୍‌ ଅଭିନେତା ଚଙ୍କି ପାଣ୍ଡେଙ୍କ ସୁପୁତ୍ରି ଅନନ୍ୟା ପାଣ୍ଡେ ଏବେ ଲାଇମ୍‌ ଲାଇଟ୍‌ରେ। ବଲିଉଡ୍‌ ନବାଗତା ନାୟିକା ତଥା ଷ୍ଟାର କିଡ୍‌ଙ୍କ ମଧ୍ୟରେ ଜଣେ ହେଉଛନ୍ତି ଅନନ୍ୟା। ଏବେ ତାଙ୍କ ରିଲେସନଶିପକୁ ନେଇ ଚର୍ଚ୍ଚା ଯୋର ଧରିଛି। ୟଙ୍ଗଷ୍ଟରଙ୍କ ମୁଣ୍ଡ ବିଗାଡୁଥିବା ଅନନ୍ୟା କିନ୍ତୁ ଏବେ ଏମିତି ଏକ ଖବର ଦେଇଛନ୍ତି ଯାହା ସମସ୍ତଙ୍କୁ ଚମକାଇ ଦେଇଛି। ନିକଟର ସେ ଏକ ସାକ୍ଷାତ୍‌କାରରେ କହିଛନ୍ତି କି କାର୍ତ୍ତିକ ଆର୍ୟନଙ୍କ ଭଳି ନାୟକଙ୍କୁ ସେ ଡେଟ୍‌ କରିବାକୁ ଚାହାଁନ୍ତି। ସାକ୍ଷାତ୍‌କାରରେ ଅନନ୍ୟା ପର୍ସନାଲ ଲାଇଫକୁ ନେଇ ଖୋଲା ଖୋଲି କଥା ହେବା ସହ ଖୁବ୍‌ ମଜା ମଧ୍ୟ କରିଥିଲେ। ଆହୁରି ମଧ୍ୟ ଅନନ୍ୟା କହିଥିଲେ ସପ୍ତମରେ ପଢିବା ବେଳରୁ ତାଙ୍କ ବେଷ୍ଟ ଫ୍ରେଣ୍ଡଙ୍କ ସହ ତାଙ୍କର ରିଲେଶନ ଥିଲା। ଯାହା ସମସ୍ତଙ୍କୁ ଚମକାଇ ଦେଇଛି। ତେବେ ଜଲି ମୁଡରେ ଥିବା ଅନନ୍ୟା ଆହୁରି ମଧ୍ୟ ବହୁତ କଥା ଖୋଲିକି କଥା ହୋଇଥିଲେ। ଏମିତିକି ତାଙ୍କୁ ଦେଖିବା ଲାଗି ପ୍ରତିଦିନ ତାଙ୍କ ଘର ଆଗରେ ଲାଇନ୍‌ ଲାଗୁଥିବା କଥା ଶୁଣିଲେ ଲାଗୁଥିଲା ଏବେଠାରୁ ତାଙ୍କର ଫ୍ୟାନ ଫଲୋଇଙ୍ଗ କିଛି କମ୍‌ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri