ରିଷି କପୁରଙ୍କୁ ଭେଟିଲେ ଅର୍ଜୁନ-ମଲାଇକା

ମୁମ୍ବାଇ: ବି ଟାଉନର ଚର୍ଚ୍ଚିତ ଯୋଡି ତଥା ବଲିଉଡ୍‌ ଅଭିନେତା ଅର୍ଜୁନ କପୁର ଓ ଆଇଟମ୍‌ ଗର୍ଲ ମଲାଇକା ଆରୋରା ଏବେ ନ୍ୟୁୟର୍କରେ ଛୁଟି କଟାଉଛନ୍ତି। ଦୁଇ ଜଣ ସୋସିଆଲ ମିଡିଆରେ ଆକ୍ଟିଭ ଥିବା ବେଳେ ଉଭୟଙ୍କର ଏକାସାଙ୍ଗରେ ବିତାଇଥିବା କିଛି ବିଶେଷ ମୁହୁର୍ତ୍ତର ଫଟୋ ଓ ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ଆଉ ଏହି ଫଟୋ ଓ ଭିଡିଓକୁ ତାଙ୍କ ଫ୍ୟାନ୍ସମାନେ ମଧ୍ୟ ବେଶ୍‌ ପସନ୍ଦ କରନ୍ତି। ନିକଟରେ ନ୍ୟୁୟର୍କରେ ଅର୍ଜୁନ ଓ ମଲାଇକା ଛୁଟି କଟାଉଥିବା ବେଳେ ସେଠାରେ ବେଶ୍‌ କିଛି ଦିନ ହେବ ଚିକିତ୍ସା ପାଇଁ ଯାଇଥିବା ବରିଷ୍ଠ ଅଭିନେତା ରିଷି କପୁରଙ୍କୁ ସାକ୍ଷାତ୍‌ କରିଛନ୍ତି। ରିଷିଙ୍କ ସହ ଅର୍ଜୁନ-ମଲାଇକା କଟାଇଥିବା ସମୟର କିଛି ଫଟୋ ରିଷି ସୋସିଆଲ ମିଡିଆରେ ଶେୟାର କରି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଫଟୋରେ ରିଷି କପୁରଙ୍କ ସହ ମଲାଇକା ଅରୋରା, ନିତୁ କପୁର ଓ ଅର୍ଜୁନ କପୁର ନଜର ଆସିଛନ୍ତି। ସୂଚନାଯୋଗ୍ୟ, ରିଷି ଚିକିତ୍ସା ପାଇଁ ୨୦୧୮ ସେପ୍ଟମ୍ବରରୁ ନ୍ୟୁୟର୍କରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri