ରିଷି କପୁରଙ୍କୁ ଭେଟିଲେ ନିତା-ମୁକେଶ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରିଷି କପୁର ବେଶ୍‌ କିଛି ଦିନ ହେବ ନ୍ୟୁୟର୍କରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଆଶୁ ଆରୋଗ୍ୟ କାମନା କରି ବଲିଉଡ୍‌ର ବହୁ ଜଣାଶୁଣା ବ୍ୟକ୍ତି ତାଙ୍କୁ ଦେଖା କରିବାକୁ ନ୍ୟୁୟର୍କ ପହଞ୍ଚିବା ଖବର ଆସୁଛି। ନିକଟରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମୁଖ୍ୟ ମୁକେଶ ଅମ୍ବାନି ଓ ତାଙ୍କ ପତ୍ନୀ ନିତା ଅମ୍ବାନି ରିଷିଙ୍କୁ ଦେଖା କରିବାକୁ ନ୍ୟୁୟର୍କ ପହଞ୍ଚିଥିବା ଜଣାପଡିଛି। ପ୍ରକୃତ କଥା ହେଲା ଯିଏବି ରିଷିଙ୍କୁ ଦେଖା କରିବାକୁ ଯାଉଛନ୍ତି ତାଙ୍କ ସହ ରିଷିଙ୍କ ପତ୍ନୀ ନିତୁ କପୁର ସେଲ୍‌ଫି ନେବା ସହ ଏହାକୁ ସୋସିଆଲ ମିଡିଆରେ ପୋଷ୍ଟ କରିବା ପରେ ଖବର ସାମ୍ନାକୁ ଆସୁଛି। ତେଣୁ ଏବେ ରିଷି ଓ ନିତୁଙ୍କ ସହ ମୁକେଶ ଓ ନିତାଙ୍କର ଏକ ଫଟୋ ସୋସିଆଲ ମିଡିଆରେ ଦେଖିବା ପରେ ଆଲୋଚନା ହେଉଛି କି ରିଷିଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ଏମାନେ ନ୍ୟୁୟର୍କ ଯାଇଥିଲେ। ନିକଟରେ କିଙ୍ଗ ଖାନ୍‌ ଶାହାରୁଖ ମଧ୍ୟ ରିଷିଙ୍କୁ ଦେଖିବାକୁ ଯାଇଥିବା ବେଳେ ସେ ସମୟର ଏକ ସେଲ୍‌ଫି ନିତୁ ସୋସିଆଲ ମିଡିଆରେ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ପରୀକ୍ଷାରେ ୯୯.୫% ନମ୍ବର ରଖି ସଫଳତା ପାଇଲେ କୁନ୍ତୀ, ଚାରିଆଡୁ ଆସୁଛି ଶୁଭେଚ୍ଛା

ବୀରମହାରାଜପୁର,୨୧।୫ (ଯୁଗଳ କିଶୋର ମିଶ୍ର ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ୨) ପରୀକ୍ଷା ବୁଧବାର ପ୍ରକାଶ ପାଇଛି । ସୁବର୍ଣ୍ଣପୁର…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

୧୫୦ବର୍ଷ ପୂର୍ବଠାରୁ ବଳିଯିବ ୨୦୨୬ର ମହାପ୍ରଳୟ! ଚମକାଇଲା ପାଣିପାଗ ରିପୋର୍ଟ

ଭୁବନେଶ୍ୱର,୨୧।୫: ଗୋଟିଏ କଥା ନିଶ୍ଚିତ; ଏବର୍ଷ ଅଧିକ ଗରମ ହେବ କାରଣ ‘ଏଲ ନିନୋ’ ନିଜର ଉପସ୍ଥିତି ଜାହିର କରିବ। ଆପଣ ଏହା ପୂର୍ୱରୁ ଶୁଣିଥିବେ, କିନ୍ତୁ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

ସକାଳୁ ସକାଳୁ ପାଇଖାନାରୁ ମିଳିଲା ଛାତ୍ରଙ୍କ ହାତବନ୍ଧା ମୃତଦେହ: ହତ୍ୟା ସନ୍ଦେହ

ଭଦ୍ରକ, ୨୧।୫(ସନାତନ ରାଉତ):ଭଦ୍ରକ ଟାଉନ ଥାନା ଚରମ୍ପାର ଏକ ପାଇଖାନାରୁ ଜଣେ ଛାତ୍ରଙ୍କ ହାତବନ୍ଧା ମୃତଦେହ ଉଦ୍ଧାର l ପରିବାର ପକ୍ଷରୁ ହତ୍ୟା ସନ୍ଦେହ କରାଯାଉଛି l…

ଅଧରାତିରେ ବାଣପୁର ଥାନାରେ ଉନ୍ମତ୍ତକାଣ୍ଡ: ପୋଲିସ ହାଏ ହାଏ ସ୍ଲୋଗାନ ଦେଲେ ଯୁବକ

ବାଣପୁର,୨୧।୫(ଦିଲ୍ଲୀପ କୁମାର ସ୍ବାଇଁ): ବୁଧବାର ଅଧରାତିରେ ବାଣପୁର ଥାନାରେ ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁଠି ପୋଲିସ ପାଖକୁ ଯିବାକୁ ସାଧାରଣ ଲୋକେ ଡରନ୍ତି କିନ୍ତୁ ବିଳମ୍ବିତ…

ଶହୀଦ ଭଗତ୍‌ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ବିଜ୍ଞାନରେ ସିମରନ ବ୍ଲକ ଟପ୍ପର

ଗଞ୍ଜାମ,୨୧।୫(ଅନାଥ ତରାଇ): +୨ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଗଞ୍ଜାମ ବ୍ଲକ ସ୍ଥିତ ସହିଦ ଭଗତ୍ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ଏକ ଗୌରବମୟ…

ହତ୍ୟା ପରେ ମହିଳାଙ୍କୁ ପୋତିଦେଲେ! ନଦୀପଠାରୁ ଅଧାପୋତା ଅବସ୍ଥାରେ ମିଳିଲା…

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍‌): ହତ୍ୟା ପରେ ମହିଳାଙ୍କୁ ପୋତିଦେଲେ! କଟକ ବାରଙ୍ଗ ବ୍ରହ୍ମଣିଗାଁ ଅଞ୍ଚଳରେ ଘଟିଛି ଏହି ଅଭାବନୀୟ ଘଟଣା। କାଠଯୋଡ଼ି ନଦୀ ପିଠାରେ ଆଜି ସକାଳୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri