Posted inଜାତୀୟ

ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ: ସୀମାରେ ରହିବ କଡ଼ା ନଜର

ଶ୍ରୀହରିକୋଟା,୨୨।୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଶ୍ରୀହରିକୋଟାଠାରୁ ବୁଧବାର ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ କରାଯାଇଛି। ଏହା ପିଏସ୍‌ଏଲ୍‌ଭି-ସି-୪୬ରୁ ଉତ୍‌କ୍ଷେପଣ କରାଯାଇଛି। ଏହି ରାଡାର ଇମେଜିଂ ଆର୍ଥ ସାଟେଲାଇଟ୍‌ ଭୋର୍‌ ୫ଟା ୨୭ରେ ମହାକାଶକୁ ଉତ୍‌କ୍ଷେପଣ କରାଯାଇଛି। ୬ଶହ ୧୫ କିଲୋଗ୍ରାମ୍‌ ବିଶିଷ୍ଟ ରକେଟ ଉତ୍‌କ୍ଷେପଣର ୧୫ ମିନିଟ୍‌ ପରେ ରିସାଟ୍‌-୨-ବି ଉପଗ୍ରହକୁ କକ୍ଷପଥରେ ଅବସ୍ଥାପିତ କରାଇଥିବା କୁହାଯାଉଛି। ପୃଥିବୀ ପୃଷ୍ଠରୁ ୫ ଶହ୫୫ କିଲୋମିଟର ଉଚ୍ଚରେ ଏହା ଅବସ୍ଥାପିତ ହୋଇଛି। ୩ଶହ କିଲୋଗ୍ରାମ୍‌ ରିସାଟ୍‌-୨-ବି ସହିତ ସିନ୍ଥେଟିକ୍‌ ରାଡାର ଇମେଜିଂ ମଧ୍ୟ ସଂଯୁକ୍ତ ରହିଛି। ଏହା ମହାକାଶରେ ଭାରତ ପାଇଁ ସୁରକ୍ଷା ଆଖି ଭଳି କାମ କରିବ। ଏହାଦ୍ୱାରା ସୀମାରେ କଡ଼ା ନଜର ରଖାଯାଇପାରିବ। ଆତଙ୍କବାଦୀ କାର୍ଯ୍ୟକଳାପ ସମ୍ପର୍କରେ ଏହା ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ ସକ୍ଷମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

TMC ଛାଡ଼ିଲେ ଏମ୍‌ପି କାକୋଲି ଘୋଷ, ମମତାଙ୍କର ଥିଲେ ଅତି ଘନିଷ୍ଠ

କୋଲକାତା,୨୭ା୫: TMCକୁ ବଡ଼ ଝଟ୍‌କା। ଦଳ ଛାଡ଼ଛନ୍ତି ଏମ୍‌ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ…

ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ, ୩ ଘଣ୍ଟା ଉଡ଼ାଣ ପରେ…

ନୂଆଦିଲ୍ଲୀ,୨୭ା୫: ଯାନ୍ତ୍ରିକ ତ୍ରୁଟି ପାଇଁ ଅଧାରୁ ଫେରିଆସିଲା ଏୟାର ଇଣ୍ଡିଆ ବିମାନ। ସାନ ଫ୍ରାନ୍ସିସ୍କୋ ଯାଉଥିଲା ବେଳେ ଫେରି ଆସିଲା। ୩ ଘଣ୍ଟା ଉଡ଼ାଣ କରି ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri