ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ମୁମ୍ବାଇ,୧୮-୪: ବ୍ୟବସାୟିକ ସିନେମା ପ୍ରସ୍ତୁତିରେ ନିଜର ଛାପ ଛାଡିବା ପରେ ଫିଲ୍ମ କିଡା ପ୍ରଡକ୍ସନ ହାଉସ ବର୍ତ୍ତମାନ ରିୟଲ ଲାଇଫ ଷ୍ଟୋରୀକୁ ନେଇ ସିନେମା କରିବ। ଦର୍ଶକଙ୍କ ପସନ୍ଦ ଆସିବା ଭଳି କଣ୍ଟେଣ୍ଟ ଉପରେ କାର୍ଯ୍ୟ କରିବାକୁ ପ୍ରଡକ୍ସନ ହାଉସ ଲକ୍ଷ୍ୟ ରଖିଛି। କିଛି ଦିନ ତଳେ ରିଲିଜ ହୋଇଥିବା ସିନେମା ମିଲନ ଟକିଜ ବ୍ୟବସାୟିକ ସଫଳତା ହାସଲ କରିଥିଲା। ଏହି ସିନେମାକୁ ତିଗମାଂଶୁ ଧୁଳିଆ ନିର୍ଦ୍ଦେଶନା ଦେଇଥିଲେ। ଏଭଳି ଭଲ ଷ୍ଟୋରୀ ଆଗକୁ ଦର୍ଶକଙ୍କୁ ଭେଟି ଦେବାକୁ ଉଦ୍ୟମ ଜାରି ରହିଥିବା ଫିଲ୍ମ କିଡା ପ୍ରଡକ୍ସନର ପ୍ରତିଷ୍ଠାତା ପି.ଏସ୍‌,ଛୋଟଓ୍ବାଲ ସୂଚନା ଦେଇଛନ୍ତି। ଦର୍ଶକୁ ଚାହିଦାକୁ ନିରନ୍ତର ଭାବେ ଧ୍ୟାନରେ ରଖାଯାଇଥିବା ସହ ପ୍ରତିଷ୍ଠାତା ରିଚ୍ଚା ସିହ୍ନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri