ରୁଷ୍‌ ସଂସ୍କୃତିମନ୍ତ୍ରୀ କରୋନା ପଜିଟିଭ୍‌

ମସ୍କୋ,୭।୫: ରୁଷ୍‌ ସଂସ୍କୃତିମନ୍ତ୍ରୀ ଓଲ୍‌ଗା ଲ୍ୟୁବିମୋଭା ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏସମ୍ପର୍କରେ ତାଙ୍କ ପ୍ରବକ୍ତା ଆନ୍ନା ଉଷାଚ୍ୟୁଭା ସୂଚନା ଦେଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାର ଆବଶ୍ୟକତା ନାହିଁ ବୋଲି ଆନ୍ନା କହିଛନ୍ତି। ତେବେ ଓଲ୍‌ଗାଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିବ। ସୂଚନାଯୋଗ୍ୟ, ଏହା ପୂର୍ବରୁ ରୁଷ୍‌ ପ୍ରଧାନମନ୍ତ୍ରୀ ମିଖାଇଲ୍‌ ମିଶୁଷ୍ଟିନ୍‌ ଏବଂ ନିର୍ମାଣମନ୍ତ୍ରୀ ବ୍ଲାଡିମୀର ୟେକୁଶେଭ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ପ୍ରଧାନମନ୍ତ୍ରୀ ସୁସ୍ଥ ହେଉଥିବା ସମ୍ପର୍କରେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଇତିମଧ୍ୟରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri