ରୂପେଲିର ଚିକିଛା ଲାଗି ଟଁକା ଅଭାବ୍‌ ଘଟନା: ପରୀକ୍ଷା ଲାଗି ନମୁନା ବାହାରକେ ପଠାଗଲା

 

ଗୁଡ଼ଭେଲା,୨୭ା୮(ଡି.ଏନ୍‌.ଏ.):
ଗଲା ୧୯ ତାରିଖ ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ରୂପେଲିର ଚିକିଛା ଲାଗି ଟଁକା ଅଭାବ୍‌, ଚିନ୍‌ତାରେ ଗରିବ୍‌ ମା’ବାପ୍‌’ ଶୀରଷକ୍‌ରେ ଖବର ବାହାରିଥିଲା। ସେନ୍‌ତା ୨୧ ତାରିଖ ବୁଧୁବାର ଧରିତ୍ରୀରେ ଫେନ୍‌ଘାଏ ଇ ଘଟନା ବାବ୍‌ଦେ ‘ଗଁାରେ ପୁହୁଁଚିଲେ ଡାକ୍‌ତରୀ ଦଲ’ ଶୀରଷକ୍‌ରେ ଖବର ବାହାରିଥିଲା। ସ୍ବାସ୍ଥ୍ୟ ବିଭାଗ୍‌ ଘଟନାକେ ଗୁରୁତ୍‌ ଦେଇ ଥିଲା। ଗଲା ୧୯ ତାରିଖ ସୋମବାର ଗୁଡ଼ଭେଲା ସ୍ବାସ୍ଥ୍ୟ କେନ୍ଦ୍ର ଅଧ୍‌କାରୀ ବିବେକାନନ୍ଦ ଧରୁଆକଁର ଦେଖ୍‌ରେଖରେ ଗୁଟେ ଡାକ୍‌ତରୀ ଦଲ୍‌ ରୂପେଲିକଁର ଘରେ ପୁହୁଁଚିଥିଲା। ଡାକ୍‌ତରୀ ଦଲ୍‌ ରୂପେଲିର ଦିହିପା ପରୀକ୍ଷା ନିରୀକ୍ଷା କରି ତାହାକୁ ଉଚ ଚିକିଛା ଲାଗି ବଲାଙ୍ଗୀର ଜିଲା ସହଜ ସ୍ବାସ୍ଥ୍ୟ ପରୀକ୍ଷା ଓ ଚିକିସତ୍ା କେନ୍ଦ୍ର (ଡିଇଆଇସି)କେ ନେଇଥିଲା। ଘଟନା ବାବ୍‌ଦେ ଜିଲା ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ କର୍ଯ୍ୟକ୍ରମର ପରିଚାଳକ କୃଷ୍ଣ ପ୍ରଧାନକୁଁ ପଚରାଲାରୁ ଶିଶୁ ବିଶେଷଜ୍ଞ ଡା.ସରୋଜ ତିହାଡ଼ି ରୂପେଲିର ଚିକିଛା କରୁଥିଲେ। ରୂପେଲିର ଅନେକ ପରୀକ୍ଷା ନିରୀକ୍ଷା ଲାଗି ରକତ୍‌ ନମୁନା ଠୁଲାଯାଇଛେ, ଏକ୍ସ-ରେ କରାଯାଇଛେ। ଇ ସବୁ ନମୁନାର ପରୀକ୍ଷା ଲାଗି ବାହାରକେ ପଠାଯାଇଛେ, ସେଠାନୁ ରିପୋର୍ଟ ଆଏଲା ଉତାରୁ ରୂପେଲିକେ କେନ୍‌କେ ଉଚ ଚିକିଛା ଲାଗି ପଠାଯିବା ସେଟା ଥିର କରାଯିବା ବଲି ସେ କହିଥିଲେ।
ପୂରବର ସୂଚନା ହିସାବେ ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଡୁଙ୍ଗିବାହାଲ ଗଁାର ମେଘନାଦ ରଣାକଁର ଝି’ ହେଉଛନ୍‌ ରୂପେଲି(୩)। ସେ ଜନମ୍‌ ହେବାର ଦୁଇ ମାସ ଉତାରୁ ରୂପେଲିର ଦିହିପା ଖରାପ ହେଲା। ମା’ବାପ୍‌ ଝି’କେ ଅନେକ ଡାକ୍‌ତରଖାନାରେ ଚିକିଛା କରେଇ ନିରାଶ ହେଲେ। ଇଆଡ଼େ ରୂପେଲିର ମୁଡ଼ ବଢ଼ୁଥିଲାବେଲେ ସେ ହିସାବେ ଗୋଡ଼ହାତ୍‌ ନାଇଁ ବଢ଼ବାର। ବଏସ୍‌ ବଢ଼ୁଥିଲେ ବି ସେ ଚାଲବୁଲ କି କଥାବାରତା ନାଇଁ କରିପାରବାର। ସେନ୍‌ତା ତାହାକୁ ସବୁବେଲେ ସଜେ ବତ୍‌ରେ ପାଇ କଲେଯାଇ, ନାଇଁ ହେଲେ ଅନେକ ସମିଆରେ ତାକର ଗୋଡ଼ହାତ୍‌ ଭାଂଗି ଯାଉଛେ ଆର ଦିନାକେତେ ଉତାରୁ ତାର ମନ୍‌କେ ଯୁଡ଼ି ହେଇଯାଉଛେ। ଇଆଡ଼ ମେଘନାଦ କୁଲି ମଜୁରି କରି ଦୁଇ ପଏସା ଆନ୍‌ଲେ ଯାଇ ଘରର ଚୁଲି ଜଲୁଛେ। ଏନ୍‌ତାଥି ସେ ଝି’ର ଉଚ ଚିକିଛା କଥା ଚିନ୍‌ତା କରି ନାଇଁପାରବାର। ସେନ୍‌ତା ଇ ପରିବାରଟା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ବୀମା ଯୋଜନାରେ ବି ସାମିଲ ନାଇଁ ହେଇପାରି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri