ଭବାନୀପାଟଣା,୨୪।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ କାର୍ଯ୍ୟରତ ୧୧୩ ଜଣ ଗ୍ରାମ୍ୟ କର୍ମଚାରୀ ନିୟମିତ (ରେଗୁଲାର) ହେଲେ। ଏ ନେଇ ଜିଲା ଗ୍ରାମ୍ୟ କୃଷି କର୍ମଚାରୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି। ଜିଲାର ୧୩ ବ୍ଲକର ବିଭିନ୍ନ ପଞ୍ଚାୟତରେ ଚୁକ୍ତିଭିତ୍ତିକ ଗ୍ରାମ୍ୟ କୃଷି କର୍ମଚାରୀ ଭାବେ ୨୦୧୧ ମସିହାରେ ୧୧୩ ଜଣଙ୍କୁ ଚୁକ୍ତି ଭିତ୍ତିକ ନିଯୁକ୍ତି ମିଳିଥିଲା। ୬ ବର୍ଷ ପରେ ସେମାନଙ୍କୁ ରେଗୁଲାର ମାନ୍ୟତା ମିଳିଛି। ଦୀର୍ଘଦିନ ପରେ ନିୟମିତ ସରକାରୀ କର୍ମଚାରୀ ହୋଇଥିବାରୁ ସେମାନେ ଖୁସି ପ୍ରକାଶ କରିଛନ୍ତି। କଳାହାଣ୍ଡି ଜିଲାପାଳ, ଉପକୃଷି ନିର୍ଦ୍ଦେଶକଙ୍କୁ ସଂଘ ପକ୍ଷରୁ ସଭାପତି ସମିର ପାତ୍ର, ଭବାନୀପାଟଣା ବ୍ଲକର ଉପସଭାପତି ବିଶ୍ୱକାନ୍ତ ସାହୁଙ୍କ ସମେତ ଜିଲା ଗ୍ରାମ୍ୟ କୃଷି କର୍ମଚାରୀମାନେ କୃତଜ୍ଞତା ଜଣାଇଛନ୍ତି।
Posted inଆମ ଜିଲା ଖବର, କଳାହାଣ୍ଡି View All
ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…
ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍ କୋର୍ଟରେ…
ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର
ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…
ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ
ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍ ପାଇଛି। ସେଥିରେ ୨…
୪ ବର୍ଷ ତଳେ ହୋଇଥିଲା ପୋଷ୍ଟିଂ, ଭଡ଼ା ଘରୁ ଉଦ୍ଧାର ହେଲା ପୋଷ୍ଟମ୍ୟାନଙ୍କ ମୃତଦେହ
ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଗୋଠଗାଁ ପୋଷ୍ଟମ୍ୟାନଙ୍କ ମୃତଦେହକୁ ତାଙ୍କ ଭଡାଘରୁ ଉଦ୍ଧାର କରାଯାଇଛି। ମୃତ ପୋଷ୍ଟମ୍ୟାନ ଜଣଙ୍କ ହେଲେ ଗଜପତି ଜିଲା…
ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ
ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…
ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…
ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…
ମିନି ଷ୍ଟାଡିୟମରେ ଅଧିକାଂଶ ଷ୍ଟ୍ରିଟ୍ ଲାଇଟ୍ ଜଳୁନି, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ…
ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ): କିଛି ମାସ ହେବ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଅଧିକାଂଶ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ଦେଖିବାକୁ ମିଳିଛି। ଏନ୍ଏସି ଅଧ୍ୟକ୍ଷାଙ୍କ ବାସଭବନ…
ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ
ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
Archives

