ରେଙ୍ଗାଳି ଡ୍ୟାମର ୩ଗେଟ ଖୋଲିଲା

କଣିହାଁ,୨୭।୮(ଡି.ଏନ୍‌.ଏ): ରାଜ୍ୟରେ ଗତ କିଛି ଦିନରୁ ଲଗାତର ଭାବେ ପ୍ରବଳ ବର୍ଷା ଜାରି ରହିଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇପଡ଼ିଛି। ଇତିମଧ୍ୟରେ କଣିହାଁ ବ୍ଲକ ସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ବନ୍ୟାଜଳ ନିଷ୍କାସନ ପାଇଁ ଗତ ଶନିବାର ରାତିରେ ଗୋଟିଏ ଗେଟ ଖୋଲାଯାଇଥିଲା। ଡ୍ୟାମର ଜଳଧାରଣ କ୍ଷମତା ୧୨୩.୫୦ମିଟର ହୋଇଥିବାବେଳେ ବୁଧବାର ବିଳମ୍ବିତ ରାତିରେ ଜଳସ୍ତର ୧୨୩.୪୩ ମିଟରକୁ ପହଞ୍ଚିଛି। ଫଳରେ ପୁଣି ଡ୍ୟାମର ୨ଟି ଗେଟ ଖୋଲାଯାଇଥିବା ଜଣାପଡ଼ିଛି। ଗୁରୁବାର ଏନେଇ ରେଙ୍ଗାଳି ଡ୍ୟାମ ଡିଭିଜନ ନିର୍ବାହୀ ଯନ୍ତ୍ରୀ ଅଜିତ କୁମାର ଜେନା ସୂଚନା ଦେଇଛନ୍ତି। ସୂଚନା ମୁତାବକ ପୂର୍ବାହ୍ନ ୧୦ଟା ସୁଦ୍ଧା ଡ୍ୟାମ ଭିତରକୁ ପ୍ରତି ସେକେଣ୍ଡରେ ୧୦୧୩୯.୯୯ଘନମିଟର ଜଳ ପ୍ରବେଶ କରୁଥିବା ବେଳେ ଖୋଲାଯାଇଥିବା ୩ଗେଟ ଦେଇ ୫୫୭୬.୦୭ ଘନମିଟର ଜଳ ନିଷ୍କାସିତ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri