ରେଡ୍‌ କାର୍ପେଟ୍‌ରେ କ୍ୟାଟ୍ରିନାଙ୍କ ହଟ୍‌ ଲୁକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଆଜିକାଲି ଅପ୍‌କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’କୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ଏବେ କ୍ୟାଟ୍‌ଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ କ୍ୟାଟ୍‌ ଜବରଦସ୍ତ ଚାଲୁଥିବା ଦେଖିବାକୁ ମିଳୁଛି। କ୍ୟାଟ୍‌ ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ କ୍ୟାଟ୍‌ ଏକ ରେଡ୍‌ କଲର ଡ୍ରେସ୍‌ ପିନ୍ଧିଥିବା ବେଳେ ରେଡ୍‌ କାର୍ପେଟ୍‌ ଉପରେ ଚାଲୁଥିବା ଦେଖିବାକୁ ମିଳିଛି। ଏହି ଡ୍ରେସ୍‌ରେ କ୍ୟାଟ୍‌ ଖୁବ୍‌ ହଟ୍‌ ଦିଶୁଛନ୍ତି। କ୍ୟାଟ୍ରିନା ସିଡ଼ିରୁ ଓହ୍ଲାଇ ରେଡ୍‌ କାର୍ପେଟ୍‌ରେ ଚାଲୁଥିବା ସୟମରେ ସମସ୍ତ ଫଟୋଗ୍ରାଫରଙ୍କ ନଜର କ୍ୟାଟ୍ରିନାଙ୍କ ଉପରେ। ତାଙ୍କୁ ଦେଖିବା କ୍ଷଣି ଫଟୋ କ୍ଲିକ୍‌ରେ ଲାଗିପଡ଼ିଛନ୍ତି। ଏହି ଭିଡିଓଙ୍କୁ ଦର୍ଶକ ବେଶ୍‌ ପ୍ରଂଶସା କରିଛନ୍ତି। ଭିଡିଓ ଶେୟାର କରି କ୍ୟାଟ୍‌ ବି କ୍ୟାପଶନ୍‌ ଲେଖିଛନ୍ତି, ରେଡ୍‌ କାର୍ପେଟ୍‌ ମୋର ବହୁ ପସନ୍ଦ।

https://www.instagram.com/p/B9BPZrNhWc7/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri