Posted inଜାତୀୟ

‘ରେପ୍‌ ଇନ ଇଣ୍ଡିଆ’ ମନ୍ତବ୍ୟକୁ ନେଇ କ୍ଷମା ମାଗିବି ନାହିଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୩।୧୨: କଂlଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ‘ରେପ୍‌ ଇନ ଇଣ୍ଡିଆ’ ମନ୍ତବ୍ୟକୁ ନେଇ ଲୋକ ସଭାରେ ଝଡ ଉଠିଛି। ଗୃହରେ ଭାଜପା ରାହୁଲ କ୍ଷମା ମାଗନ୍ତୁ ବୋଲି ଦାବି କରିଛି। କିନ୍ତୁ ରାହୁଲ କହିଛନ୍ତି, ମୁଁ କ୍ଷମା ମାଗିବାର ପ୍ରଶ୍ନ ଉଠୁନି। ମହିଳାଙ୍କୁ ଗଣବଳାତ୍କାର କରିବା ଆହ୍ବାନ କରିଥିବା ମନ୍ତବ୍ୟରୁ ଦୂରେଇ ଯାଇ ଉତ୍ତର ପୂର୍ବରେ ଦେଖାଦେଇଥିବା ହିଂସା ପାଇଁ ପ୍ରଧାନମନ୍ତ୍ରୀ କ୍ଷମା ମାଗନ୍ତୁ ବୋଲି ସେ କହିଛନ୍ତି। ମୁଖ୍ୟ ପ୍ରସଙ୍ଗରୁ ହଟିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଏବଂ ଅମିତ ଶାହ ମୋତେ ଟାର୍ଗେଟ କରୁଛନ୍ତି ବୋଲି ସେ କହିଛନ୍ତି। ଉତ୍ତର ପୂର୍ବରେ ହିଂସା ଦେଖାଦେଇଛି। ଏଥିପାଇଁ ମୋଦି ଓ ଶାହ ଦାୟୀ। ସୂଚନାଯୋଗ୍ୟ, ନିକଟରେ ରାହୁଲ ଗାନ୍ଧୀ ଝାଡ଼ଖଣ୍ଡର ସନ୍ଥାଲପରଗନାରେ ନିର୍ବାଚନୀ ପ୍ରଚାରବେଳେ ମୋଦି ସରକାରଙ୍କ ‘ମେକ ଇନ ଇଣ୍ଡିଆ ଏବଂ ରେପ ଇନ ଇଣ୍ଡିଆ’ରେ ପରିଣତ ହୋଇଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri