ରେଭେନ୍ସା ବିଶ୍ୱବିଦ୍ୟାଳୟରେ ସ୍ବାଧୀନତା ଦିବସ : ୫୦ ମିଟର ତ୍ରିରଙ୍ଗା ଧରି ପରିକ୍ରମା କଲେ ଛାତ୍ରୀଛାତ୍ର

କଟକ ଅଫିସ, ୧୫।୮: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ୫୦ ମିଟରର ଏକ ବିଶାଳ ତ୍ରିରଙ୍ଗାକୁ ବିଶ୍ୱବିଦ୍ୟାଳୟ ପରିସରରେ ପରିକ୍ରମା କରିବା ସହ ବାଇକ ରାଲି କରାଯାଇଥିଲା। ଏଥିରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଇଶାନ କୁମାର ପାତ୍ରଙ୍କ ସମେତ ବିଶ୍ୱବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ଆଜି ଆସୁଛନ୍ତି ଶାହା, ଟାର୍ଗେଟରେ…

ଭୁବନେଶ୍ୱର,୨୫।୪: ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ତାଙ୍କ ଗସ୍ତକୁ ନେଇ ଓଡିଶା ଭାଜପା ଶିବିରରେ ଉତ୍ସାହର ମାହୋଲ...

ନାମାଙ୍କନର ୯ ଘଣ୍ଟା ମଧ୍ୟରେ ଟିକେଟ କଟିଲା

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମେ’ ୧୫ ସୁଦ୍ଧା ଯୁକ୍ତ୨ ଫଳ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗତ ୨ଦିନ ହେବ...

ଆସିବ ସ୍ବତନ୍ତ୍ର ଯୁବ ବଜେଟ

ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri