ରେଲଓ୍ବେକୁ ଅମ୍ଫନ୍‌ ବିପଦ: ଲୁହା ଚେନ୍‌ରେ ବନ୍ଧା ଗଲା କୋଚ୍‌

କୋଲକାତା,୨୦।୫: ମହାବାତ୍ୟା ଅମ୍ଫନ୍‌ ଯୋଗୁ ପଶ୍ଚିମବଙ୍ଗ ରେଲଓ୍ବେ ବିଭାଗ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରାଯାଇଛି। ବାତ୍ୟା ସମୟରେ ତୀବ୍ର ବେଗରେ ପବନ ବହିବାର ଆଶଙ୍କା ଥିବାରୁ ହାଓ୍ବଡ଼ାରେ ରେଲଓ୍ବେ ବିଭାଗ ପକ୍ଷରୁ କୋଚ୍‌ଗୁଡ଼ିକୁ ଲୁହା ଚେନ୍‌ରେ ରେଳ ଲାଇନ୍‌ରେ ବନ୍ଧା ଯାଇଛି। ଯାହାଦ୍ୱାରା ଅଧିକ ବେଗରେ ପବନ ବହିଲେ ମଧ୍ୟ କୋଚ୍‌ଗୁଡ଼ିକର କୌଣସି କ୍ଷତି ହେବ ନାହିଁ। କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ହୋଇଥିବାରୁ ରେଳ ଚଳାଚଳ ବନ୍ଦ ରହିଛି। ତେବେ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରୁଛି। ମାତ୍ର ଅମ୍ଫନ୍‌ ମହାବାତ୍ୟାକୁ ଦୃଷ୍ଟିରେ ଏସବୁ ଟ୍ରେନ୍‌ ଚଳାଚଳ ବନ୍ଦ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri