Posted inଜାତୀୟ

ରେଲଓ୍ବେ ଷ୍ଟେଶନରେ କଦଳୀ ବିକ୍ରି ଉପରେ ଲାଗିଲା କଟକଣା

ଲକ୍ଷ୍ନୌ,୨୮।୮: ଉତ୍ତରପ୍ରଦେଶର ଲକ୍ଷ୍ନୌ ରେଲଓ୍ବେ ଷ୍ଟେଶନରେ କଦଳୀ ବିକ୍ରି ଉପରେ ଲାଗିଲା କଟକଣା। ଷ୍ଟେଶନରେ ସଫାସୁତୁରା ଉପରେ ଗୁରୁତ୍ୱ ଦେଇ ରେଲଓ୍ବେ ଅଧିକାରୀ ଏଭଳି ନିଷ୍ପତ୍ତି ନେଇଛନ୍ତି। କାରଣ ଷ୍ଟେଶନ ଉପରେ ବିକ୍ରି ହେଉଥିବା କଦଳୀ ଖାଇ ତାର ଚୋପାକୁ ଲୋକମାନେ ଏଣେ ତେଣେ ଫୋପାଡି ଦେଇଥାନ୍ତି। ଫଳରେ ଷ୍ଟେଶନ ମଇଳା ହେବା ସହ ଦୁର୍ଗନ୍ଧ ସୃଷ୍ଟି ହୋଇଥାଏ। ତେଣୁ ରେଲଓ୍ବେ ପ୍ରଶାସନ ଚାରବାଗ ଷ୍ଟେଶନରେ ଫଳ ବିକ୍ରି ଉପରେ କଟକଣା ଲଗାଇଛନ୍ତି। ଯଦି ଏହି ନିୟମକୁ କେହି ଉଲ୍ଲଂଘନ କରୁଥିବାର ଦେଖାଯାଏ, ତେବେ ତାଙ୍କ ଉପରେ ଜରିମାନା ଲାଗିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅପରପକ୍ଷରେ ଏହି କଟକଣାକୁ ନେଇ ଦୋକାନୀ ଓ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି: ୧୧ ଡିସେମ୍ୱର ପର୍ଯ୍ୟନ୍ତ ରହିବାକୁ ହେବ ସତର୍କ, ଆରମ୍ଭ ହେଲା ଘୋର ଶନିଦଶା!

ଶନି ଗ୍ରହ ୨୭ ଜୁଲାଇ ୨୦୨୬ରେ ବକ୍ରୀ ହୋଇଥିଲେ। ଏବେ ୧୧ ଡିସେମ୍ୱରରେ ଶନି ମାର୍ଗୀ ହେବେ। ଏହି ସମୟ ମଧ୍ୟରେ ଶନିଙ୍କର ବକ୍ରୀ ଚଳନ ୫ଟି…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ସଭ୍ୟତାର ନୀରବ ନିର୍ମାତା

କେବେ କ୍ଳାନ୍ତ, କେବେ ନିରାଶ, କେବେ ବିଷାଦ ପୁଣି କେବେ ହତାଶ- ଏସବୁ ଭିତରେ ବି ଯିଏ ହସିହସି ପ୍ରତିଦିନ ପିଲାଙ୍କ ଆଗରେ ଛିଡ଼ା ହୋଇପାରନ୍ତି, ସେ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?