Posted inଜାତୀୟ

ରେଲଓ୍ବେ ଷ୍ଟେଶନ୍‌ରେ ପ୍ରସବ କଲେ ଗର୍ଭବତୀ

ମୁମ୍ବାଇ,୨୭।୪: ମହାରାଷ୍ଟ୍ରର ଥାନେ ରେଲଓ୍ବେ ଷ୍ଟେଶନ୍‌ରେ ଜଣେ ଗର୍ଭବତୀ ଶନିବାର ପ୍ରସବ କରିଛନ୍ତି। ପୂଜା ଚୌହ୍ବାନ ନାମ୍ନୀ ମହିଳା ଯାତ୍ରୀ ଟ୍ରେନ୍‌କୁ ଅପେକ୍ଷା କରିଥିବାବେଳେ ହଠାତ୍‌ ତାଙ୍କର ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ସୂଚନା ପାଇ ରେଲଓ୍ବେ ସୁରକ୍ଷାବଳ ତାଙ୍କୁ ପ୍ଲାଟର୍ଫମରେ ଥିବା ସ୍ଥାନୀୟ ଟଙ୍କିକିଆ କ୍ଲିନିକ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ପୂଜା ଏକ ପୁତ୍ର ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ମା’ ଓ ଶିଶୁ ଉଭୟେ ସୁସ୍ଥ ଥିବା ଟଙ୍କିକିଆ କ୍ଲିନିକ୍‌ର ଡାକ୍ତର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ କି ବାତ: କାରଗିଲ ବିଜୟ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: ଦେଶର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ, ପ୍ରତି ମାସର ଶେଷ ରବିବାର ସକାଳ ୧୧ ଟାର ବିଶେଷ ଗୁରୁତ୍ୱ ରହିଛି। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ…

ଛାତ୍ରମାନଙ୍କୁ ପିଟିବାକୁ କିଏ ଦେଇଥିଲା ନିର୍ଦ୍ଦେଶ? ଅମିତ ଶାହାଙ୍କୁ ଚିଠି ଲେଖି ରାହୁଲ ପଚାରିଲେ ଏମିତି ତୀକ୍ଷ୍ଣ ପ୍ରଶ୍ନ

ନୂଆଦିଲ୍ଲୀ,୨୬ା୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଛାତ୍ର ପ୍ରତିବାଦ ସମ୍ପର୍କରେ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶ୍ନ କରିଛନ୍ତି ଯେ,…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…

ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ…

ସିଏମ୍‌ଓରୁ ଫାଇଲ ଚୋରି ଘଟଣା: ବିଦେଶରେ ଥିବାରୁ ଥାନାରେ ହାଜର ହେଲେନି ପାଣ୍ଡିଆନ

ଭୁବନେଶ୍ୱର,୨୬ା୭(ତ୍ରିନାଥ ମହାନ୍ତି): ସିଏମଓରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲାର କମିଶନ ଫାଇଲ୍‌ ଓ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ପରି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଫାଇଲ ହଜିଯିବା ଘଟଣାରେ…

ଇସ୍ତଫା ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୬ା୭ (ପି.ଟି.) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା…

ଦୁଇ ଦିନ ପୂର୍ବରୁ ହିଁ ନିଶ୍ଚିତ ହୋଇ ସାରିଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା! ଜାଣନ୍ତୁ କିଭଳି ଲେଖାଯାଇଥିଲା…

ନୂଆଦିଲ୍ଲୀ,୨୫।୭: NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ସରକାରଙ୍କ ସହ ଆଲୋଚନା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri