ରେଲୱେ କଲ୍ୟାଣ ମଣ୍ଡପ ପଛପଟୁ ମୃତଦେହ ଉଦ୍ଧାର: ପରିଚୟ ଅସ୍ପଷ୍ଟ

ଜଟଣୀ,୧୮।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅନ୍ତର୍ଗତ ରେଳୱେ କଲ୍ୟାଣ ମଣ୍ଡପ ପଛପଟୁ ଶୁକ୍ରବାର ସକାଳେ ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ଦୁର୍ଗନ୍ଧ ହେଉଥିବାରୁ ୨ରୁ୩ ଦିନ ପୂର୍ବରୁ ଏହି ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ମୃତଦେହ ବେକରେ ଏକ ଗାମୁଛା ବନ୍ଧା ହୋଇଛି। ଗାମୁଛାର ଅପରପାର୍ଶ୍ୱ ଏକ ଗଛର ପତଳା ଡାଳରେ ବନ୍ଧା ହୋଇଥିବା ଦେଖିବାକୁ ମିଳୁଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri