କୋରାପୁଟ,୧୦।୧୨(ସ୍ବ.ପ୍ର.): କୋରାପୁଟ ଜିଲା ରେଲୱେ ଜମି ହରା ସଂଘ ପକ୍ଷରୁ ମଙ୍ଗଳବାର ଆନ୍ଦୋଳନ ଆରମ୍ଭ ହୋଇଛି। କୋରାପୁଟ-କିରୋଣ୍ଡଲ, କୋରାପୁଟ-ରାୟଗଡ଼ା ଓ କୋରାପୁଟ- ବିଶାଖାପାଟଣା ରେଳ ଲାଇନ ଲାଗି ଜମିହରାଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯାଇ ନ ଥିବା ପ୍ରତିବାଦରେ ଏହି ଆନ୍ଦୋଳନ ହୋଇଥିବା ଜଣାପଡ଼ିଛି। ତେବେ ସୁରକ୍ଷା ଦୃଷ୍ଟିରୁ କୋରାପୁଟ ରେଲୱେ ଷ୍ଟେଶନ ପରିସର ସମେତ ରେଲୱେ ଛକ ଅଞ୍ଚଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।
ସୂଚନାନୁଯାୟୀ, ରେଳପଥ ନିର୍ମାଣ ଯଥା ରେଳପଥର ଦୋହରୀକରଣ ନିମନ୍ତେ ବହୁ ଲୋକଙ୍କ ଜମି ଯାଇଛି । ଜମି ବଦଳରେ ଜମିହରାଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯାଇ ନ ଥିବା ଅଭିଯୋଗରେ ରେଲୱେ ଜମିହରା ସଂଘର ସଭାପତି ଜଳନ୍ଧର ଖିଲଙ୍କ ନେତୃତ୍ୱରେ ବହୁବାର ଜିଲାପାଳ ଓ ରେଲୱେ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଏଯାବତ୍ କୌଣସି ସମାଧାନ ହୋଇ ନାହିଁ। ଏ ନେଇ ସକାଳୁ ଜମିହରା ସଂଘ କୋରାପୁଟ ରେଲୱେ ଛକ ଓ ରେଲୱେ ଷ୍ଟେଶନ ନିକଟରେ ଧାରଣା ଦେଇଛି।
Posted inଆମ ଜିଲା ଖବର, କୋରାପୁଟ View All
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…
ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’
ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…
ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍ରେ ତଥ୍ୟ ପ୍ରଦାନ କଲେ ନଗରପାଳ
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…
ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…
ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…
ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା
ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
Archives

