ଭବାନୀପାଟଣା,୧୪।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ କସାବାହିର ଦିବାକର ହରିଜନ (୩୫) ଅଗଷ୍ଟ ୩ ତାରିଖ ଦାଦନ ଘଟିବାକୁ ଟ୍ରେନ ଯୋଗେ ଗୁଜୁରାଟ ଯାଉଥିଲେ। ତେବେ ୫ ତାରିଖ ସକାଳେ ବରଦଲି ଷ୍ଟେଶନରେ ଟ୍ରେନରୁ ପଡି ତାଙ୍କର ମୃତ୍ୟୁ ଘଟିଥିଲା। ଦିବାକରଙ୍କ ପରିବାର ଲୋକେ ଗରିବ ଶ୍ରେଣୀର ହୋଇଥିବାରୁ ମୃତଦେହ ଗାଁକୁ ଅଣାଯାଇପାରି ନ ଥିଲା। ଏ ନେଇ ଜିଲା ପ୍ରଶାସନ ଜାଣିବା ପରେ ଦିବାକରଙ୍କ ପରିବାରକୁ ୨୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି।
Posted inHome, ଆମ ଜିଲା ଖବର, କଳାହାଣ୍ଡି View All
‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି
କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…
‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’
କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…
ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…
କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…
ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି
ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…
କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି
ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…
ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…
ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…
ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…
ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…
୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା
ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…
Archives

