ରେଳଫାଟକ ବନ୍ଦଥିବାରୁ ଗୁରୁତର ନାବାଳିକାଙ୍କ ମୃତ୍ୟୁ ଅଭିଯୋଗ: ମାନବାଧିକାର କମିଶନରଙ୍କ ଦ୍ୱାରସ୍ଥ ହେଲେ ସ୍ବେଚ୍ଛାସେବୀ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ବେଲଖଣ୍ଡି ଗାଁରେ ସାପ କାମୁଡାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ଚିକିତ୍ସା ପାଇଁ ନିଆଯାଉଥିବା ସମୟରେ କେସିଙ୍ଗା ରେଳ ଫାଟକ ବନ୍ଦ ରହିଥିଲା। ଫଳରେ ଆମ୍ବୁଲାନ୍ସ ୪୫ ମିନିଟ୍‌ ଅଟକି ରହିଥିଲା। ଏହି ବିଳମ୍ବ ଯୋଗୁ ନାବାଳିକାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରି ସ୍ବେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତା ଏ. ସୁରେଶ ବାବୁ ମାନବାଧିକାର କମିଶନରଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜାତୀୟ ରାଜପଥ ଓ ରେଳ ବିଭାଗର ବେପରୁଆ ନୀତି ଯୋଗୁ ଅକାଳରେ ଲୋକଙ୍କ ଜୀବନ ଯାଉଛି ବୋଲି ବାବୁ ଅଭିଯୋଗ କରିଛନ୍ତି। ମୃତକଙ୍କ ପରିବାର ଅତ୍ୟନ୍ତ ଗରିବ ଥିବାରୁ ସରକାରୀ ସହାୟତା ଯୋଗାଇ ଦେବାକୁ ସେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?