ବ୍ରହ୍ମପୁର ଅଫିସ,୭ା୧୦(ଡି.ଏନ୍.ଏ.)- ସରକାରୀ ରେଳବାଇ ପୋଲିସ (ଜିଆର୍ପି) ରେଳଧାରଣାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତଦେହଟି ଜଗନ୍ନାଥପୁର ରେଳ ଷ୍ଟେସନ ନିକଟରୁ ଉଦ୍ଧାର ହୋଇଥିବା ପୋଲିସ କହିଛି। ତାଙ୍କ ପରିଚୟ ମିଳି ନ ଥିବାବେଳେ ବୟସ ଆନୁମାନିକ ୫୫ବର୍ଷ ହେବ। ପୋଲିସ ମୃତଦେହ ଜବତ କରି ନଂ.୫୫/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରିଛି। ସମ୍ପୃକ୍ତ ବ୍ୟକ୍ତି ଜଣକ ରେଳଧାରଣରେ ଶୋଇ ଆତ୍ମହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ମୃତଦେହଟି ଚିହ୍ନଟ ପାଇଁ ସଂରକ୍ଷଣ ଗୃହରେ ରଖାଯାଇଥିବା ଥାନା ଅଧିକାରୀ ସୁକାନ୍ତ ଭୋଇ ସୂଚନା ଦେଇଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ
ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…
ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍ରେ ହେଉଛି ନିଷ୍କାସନ
ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍ ଗେଟ୍ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…
କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ
ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…
ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍
ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…
ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ
ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…
ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା
ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…
ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି
ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…
ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ
ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…
Archives

