ରେଳ ଲାଇନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଯୋଡ଼ା,୨୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ନମିରା ଗ୍ରାମ ନିକଟ ରେଳ ଲାଇନ୍‌ରୁ ଜଣେ ଯୁବକଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ସେ ହେଲେ ନମିରା ଗ୍ରାମ ମୁଣ୍ଡା ସାହିର ବିଦୁ ମୁଣ୍ଡା(୩୦)।
ବାମେବାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପରେଶ କୁମାର ମହାନ୍ତିଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ଉକ୍ତ ସ୍ଥାନକୁ ଯାଇ ବିଦୁ ଟ୍ରେନ୍‌ ଆଗକୁ ଡେଇଁ ଆମତ୍ହତ୍ୟା କରିବାକୁ ଉଦ୍ୟମ କରୁଥିବା ବେଳେ ସ୍ଥାନୀୟ ଅଞ୍ଚଳର କିଛି ବ୍ୟକ୍ତି ତାଙ୍କୁ ଅଟକାଇ ଥିଲେ । ମାତ୍ର ଏହାର କିଛି ସମୟ ପରେ ସେ ଟ୍ରେନ୍‌ ଆଗକୁ ଡେଇଁ ପଡିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ବାମେବାରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଥାନା ଅଧିକାରୀ ପରେଶ କୁମାର ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?