ରୋଗୀଙ୍କ ସହ ଫୋନ୍‌ରେ କଥା ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ): ‘ମୋ ସରକାର’ ଏବଂ ‘୫-ଟି’ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶନିବାର ରୋଗୀଙ୍କ ସହ ଫୋନ୍‌ରେ କଥା ହୋଇଥିଲେ। ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀଙ୍କ ବ୍ୟବହାର, ନିରାମୟ ଯୋଜନାରେ ମାଗଣା ଔଷଧ, ନିଦାନ ଯୋଜନାରେ ମାଗଣାରେ ରୋଗର ପରୀକ୍ଷା ସୁବିଧା ସମ୍ପର୍କରେ ରୋଗୀଙ୍କୁ ପଚାରି ବୁଝିଥିଲେ। ସରକାରଙ୍କ ଆନ୍ତରିକତା ଯୋଗୁ ‘ମୋ ସରକାର’ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଯେଉଁ ବିରାଟ ସଂସ୍କାର ଓ ପରିବର୍ତ୍ତନ ଆସିଛି, ତା’ର ସୁଫଳ ଲୋକଙ୍କ ପାଖରେ ପହଞ୍ଚତ୍ବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri