ରୋଗୀ ମୃତ୍ୟୁକୁ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଗୁରୁବାର ମଧ୍ୟରାତ୍ରରେ ଉତ୍ତେଜନା ଦେଖାଦେଇଥିଲା। ଘଟଣାସ୍ଥଳରେ ଉପଜିଲାପାଳ ନୀଲୁ ମହାପାତ୍ର ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ପରେ ଘଟଣା ଶାନ୍ତ ପଡ଼ିଥିଲା।
ଟାଉନ ଥାନା ସ୍କୁଲବଜାର ଅଞ୍ଚଳର ରିଆସତ୍‌ ଅଲ୍ଲୀଙ୍କ ଝିଅ ରୁବିନା ଖାତୁନଙ୍କୁ ଗୁରୁବାର ପୂର୍ବାହ୍ନରେ ଝାଡ଼ାବାନ୍ତି ହେବାରୁ ଜିଲା ମୁଖ୍ୟ ଚିକିତ୍ସାଳୟର ଡାଇରିଆ ବିଭାଗରେ ଭର୍ତ୍ତି କରାଯାଇଥିଲା। ଦୀର୍ଘ ସମୟ ଧରି ଡାକ୍ତର ଆସି ନ ଥିବାରୁ ଠିକ୍‌ ଭାବେ ଚିକିତ୍ସା ହୋଇପାରି ନ ଥିଲା। ଫଳରେ ରାତି ୧୦ଟା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଖବରପାଇ ଅଞ୍ଚଳବାସୀ ଚିକିତ୍ସାଳୟରେ ପହଞ୍ଚତ୍ ପାଟିତୁଣ୍ଡ କରିବା ସହ ଉତ୍ତେଜନା ଦେଖାଦେଇଥିଲା। ଘଟଣାସ୍ଥଳରେ ଟାଉନ୍‌ ଥାନା ଅଧିକାରିଣୀ ସରୋଜିନୀ ନାୟକ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ହେଁ ଉତ୍ତେଜନାକୁ ଆୟତ୍ତ କରିବା ପାଇଁ ବ୍ୟାପକ ପୋଲିସ ମୁତୟନ କରିଥିଲେ। ପରେ ଉପଜିଲାପାଳ ମହାପାତ୍ର ପହଞ୍ଚତ୍ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରେଡ଼କ୍ରସ୍‌ ତରଫରୁ ୧୦ହଜାର ଟଙ୍କାର ସହୟତା ଦେବା ସହ ସମସ୍ତ ସରକାରୀ ସହାୟତା ପ୍ରଦାନ କରିବାର ପ୍ରତିଶ୍ରୁତି ଦେବା ପରେ ଉତ୍ତ୍ୟକ୍ତ ଲୋକେ ଶାନ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri