ରୋଗ୍‌ରେ ପଡ଼ି ଅକରମା ଗଜିନ୍ଦ୍ର: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

 

ଲୋଇସିଂହା,୧୮।୧(ଡି.ଏନ୍‌.ଏ.)-
ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟା ଗଁାର ଗଜିନ୍ଦ୍ର କୁମ୍ଭାର(୪୭)। ଆଏଜ୍‌କେ ୫ ବଛର ହେଲା ପେଟ୍‌ ବେମାରୀରେ ପୀଡ଼ିତ ଅଛନ୍‌। ଅପରେଶନ ଉତାରୁ ବି ସେ ଠିକ୍‌ ନାଇଁହେବାର। ସେ ଅକରମା ହେଇ ଘରେ ପଡ଼ିରହିଛନ୍‌। ଇଆଡ଼େ ଘରେ ଅଭାବ ଅନାଟନ ଲାଗି ରହିଛେ। ଏନ୍‌ତାଥି ତାକର ଚିକିଛା ଆର ୨ ଝି’ପୁଓର ପାଠ୍‌ପଢ଼ା ଖେଲଢ଼େପ ହେଉଛେ।
ସୂଚନା ଅନ୍‌ସାରେ ଯୋଗୀସର୍ଡ଼ା ପଁଚେତ୍‌ ଅଧୀନ ଗୁର୍ଜିଭଟା ହରିଜନ ପଡ଼ାର ଗଜିନ୍ଦ୍ରକଁର ପରିବାର କହେଲେ ମାଏକିନା ଚନ୍ଦ୍ରା, ପୁଓ ତରଣୀ ଆର ମାଟ୍ରିକ ପଢ଼ୁଥିବାର ଝି’ କ୍ଷୀରକେ ନେଇ ସଁସାର। ଗଜିନ୍ଦ୍ର କୁଲିମଜୁରି କରି କୁଟୁମ ପୁଷୁଥିଲେ। ହେଲେ ବଛର କେତେଟା ତଲେ ତାକର ପେଟ୍‌ ବଥା ଆରମ୍‌ ହେଲା। ପେଟ୍‌ ବଥା ଦିନୁଦିନ୍‌କେ ବଢ଼ଲାରୁ ସେ ଲାଗ୍‌ବରମସ, ଧାରଉଧାର କରି ବୁର୍ଲା ବଡ଼ ଡାକ୍‌ତରଖାନାରେ ଅପରେଶନ କରାଲେ। ଅପରେଶନ ହେବାର ବି ଆଏଜ୍‌କେ ୩ ବଛର ବିତିଗଲାନ। ହେଲେ ସେ ନିରୋଗ୍‌ ହେଇ ନାଇଁପାରବାର। ଏନ୍‌ତାଥି ମାଏକିନା ଚନ୍ଦ୍ରା ବି ଆପ୍‌ନେକେ ଛାଡ଼ି କାମ୍‌ବୁତା କରି ଯାଇ ନାଇଁପାରବାର। ପଁଚେତ୍‌ରୁ ମିଲୁଥିବାର ଚାଉଲକେ ଆଶ୍‌ରେ କରି କୁଟୁମ୍‌ଟା ବଡ଼ା ଦୁଖେ ଚଲୁଛନ୍‌। ଏହେଦେ ରୁଜ୍‌ଗାର ଅଭାବୁ ପରିବାରର ଥିତି ଦୁହୁଲି ଯାଇଛେ। ଦିହିପା ସମସିଆର ଲାଗି ଗଜିନ୍ଦ୍ର ଏହେଦେ ଅକରମା ପାଲଟିଯାଇଛନ୍‌। ଏନ୍‌ତାଥି ତାକର ମାଏକିନା ଚନ୍ଦ୍ରା ଗଣମାଧ୍ୟମ ଜରିଆରେ ଆପ୍‌ନେ ଲାଗି ଭତା ଆର ପରିବାରକେ ଟଁକା ପଏସା ସାହାଯ୍‌ ଯୁଗେଇ ଦେବାକେ ପରଶାସନକେ ଗୁହାରି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri