Posted inଖେଳ

ରୋନାଲ୍ଡୋ, ମେସିଙ୍କଠାରୁ ଅଧିକ ଦୌଡ଼ନ୍ତି କୋହଲି

ନୂଆଦିଲ୍ଲୀ,୭।୨- ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ସବୁଠୁ ଫିଟ୍‌ କ୍ରିକେଟର। ବ୍ୟାଟିଂ ହେଉ କି, ଫିଲ୍ଡିଂ କୋହଲି ନିଜର ୨୦୦ ପ୍ରତିଶତ ଦିଅନ୍ତି। ଏକ ଭଲ ଇନିଂସବେଳେ ସେ ପିଚ୍‌ରେ କିମ୍ବଦନ୍ତୀ ଫୁଟବଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଓ ଲିଓନେଲ ମେସିଙ୍କଠାରୁ ଅଧିକ ଦୌଡ଼ନ୍ତି ବୋଲି କହିଛନ୍ତି ପୂର୍ବତନ ମୁଖ୍ୟଚୟନକର୍ତ୍ତା ଏମ୍‌.ଏସ.କେ ପ୍ରସାଦ। ଏକ ସାକ୍ଷାତ୍‌କାରରେ କହିଛନ୍ତି, କୋହଲି କୌଣସି ମ୍ୟାଚ୍‌ରେ ବଡ଼ ଇନିଂସ ଖେଳିବାବେଳେ ଆଭରେଜ ୧୭ କିଲୋମିଟର ଦୌଡ଼ନ୍ତି। କିନ୍ତୁ କିଛି ପ୍ରଶଂସକ ବିଶ୍ୱାସ କରନ୍ତି, କ୍ରିକେଟରଙ୍କ ଅପେକ୍ଷା ଫୁଟ୍‌ବଲର ଅଧିକ ଫିଟ୍‌। ତେବେ ଫୁଟବଲ ଖେଳାଳିମାନେ ମ୍ୟାଚ୍‌ବେଳେ ୮ରୁ ୧୩ କି.ମି. ଦୌଡ଼ନ୍ତି। ରୋନାଲ୍ଡୋ ୯୦ ମିନିଟ୍‌ ମ୍ୟାଚ୍‌ରେ ୮.୩୮ କି.ମି. ଓ ମେସି ୭.୬ କି.ମି. ଦୌଡନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri