Posted inଜାତୀୟ

ରୋହିଙ୍ଗ୍ୟାଙ୍କ ମନରେ ଭାରତ ବିରୋଧରେ ବିଷ ମଞ୍ଜି ବୁଣୁଛି ଜୈଶ୍‌: ବିଏସ୍‌ଏଫ୍‌ ରିପୋର୍ଟ

ନୂଆଦିଲ୍ଲୀ,୨୭।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ଜାରି ରଖିଛି। ମ୍ୟାନ୍‌ମାର୍‌ରୁ ଭାରତ ଏବଂ ବାଂଲାଦେଶରେ ଶରଣ ନେଇଥିବା ରୋହିଙ୍ଗ୍ୟାଙ୍କ ମନରେ ଆଇଏସ୍‌ଆଇ ନିର୍ଦ୍ଦେଶରେ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ସଂଗଠନ ବିଷ ମଞ୍ଜି ବୁଣୁଛି। ରୋହିଙ୍ଗ୍ୟାଙ୍କୁ ସଂଗଠନରେ ସାମିଲ୍‌ କରାଇବା ସହିତ ତାଲିମ୍‌ ଦେବାକୁ ଜୈଶ୍‌ ଯୋଜନା କରିଥିବା ବିଏସ୍‌ଏଫ୍‌ ପକ୍ଷରୁ ଜାରି ହୋଇଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭାରତ-ବାଂଳାଦେଶ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?