ରୋହିଙ୍ଗ୍ୟା ସମସ୍ୟା: ବିଶ୍ୱ ସମୁଦାୟର ସହଯୋଗ ଲୋଡିଲା ଜାତିସଂଘ

ଜେନେଭା,୨୭।୪: ବାଂଲାଦେଶରେ କୋକ୍ସ୍‌ ବଜାର ଶରଣାର୍ଥୀ ଶିବିରରେ ଥିବା ରୋହିଙ୍ଗ୍ୟାଙ୍କ ସହାୟତା ପାଇଁ ଜାତିସଂଘ ପକ୍ଷରୁ ବିଶ୍ୱ ସମୁଦାୟର ସହଯୋଗ ଲୋଡ଼ାଯାଇଛି। ଏଠାରେ ୭ ଲକ୍ଷରୁ ଅଧିକ ରୋହିଙ୍ଗ୍ୟା ରହିଛନ୍ତି। ଦକ୍ଷିଣ-ପୂର୍ବ ବାଂଲାଦେଶର କେତେକ ଶିବିରରେ ୧.୨ ନିୟୁତରୁ ଅଧିକ ରୋହିଙ୍ଗ୍ୟା ଶରଣାର୍ଥୀ ଦୟନୀୟ ଅବସ୍ଥାରେ ଥିବା ଜାତିସଂଘ ପକ୍ଷରୁ କୁହାଯାଇଛି। ଏହି ମର୍ମରେ ଜାତିସଂଘ ମାନିବକ ଅଧିକାର ଉପ ମହାସଚିବ ମାର୍କ ଲୋକକ୍‌ ଆବଶ୍ୟକ ସହାୟତା ଯୋଗାଇ ଦେବାକୁ ସଦସ୍ୟ ରାଷ୍ଟ୍ରଙ୍କୁ ଅନୁରୋଧ କରିଛନ୍ତି। ଏହା ସହିତ ଶରଣାର୍ଥୀମାନେ କିପରି ମ୍ୟାନମାର୍‌କୁ ସ୍ବେଚ୍ଛାକୃତ ଭାବେ ପ୍ରତ୍ୟାବର୍ତ୍ତନ କରିବେ ସେ ନେଇ କାର୍ଯ୍ୟ ଧାରା ପ୍ରସ୍ତୁତି ଉପରେ ଲୋକକ୍‌ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social)…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

୧୮୬ ବର୍ଷ ପରେ ନିଜ ଦେଶକୁ ଫେରିଲା ଆଜ୍‌ଟେକ୍‌ ସାମ୍ରାଜ୍ୟର ଦୁର୍ଲଭ ପାଣ୍ଡୁଲିପି

ମେକ୍ସିକୋ ସିଟି,୧୯ା୯: ଦୀର୍ଘ ୧୮୬ ବର୍ଷ ପରେ ପୁଣିଥରେ ମେକ୍ସିକୋକୁ ଫେରିଛି ତା’ର ଐତିହାସିକ ଗୌରବ। ୧୬ଶ ଶତାବ୍ଦୀର ଦୁର୍ଲଭ ପାଣ୍ଡୁଲିପି ‘ଆଜାକ୍‌ଟିଟ୍ଲାନ କୋଡେକ୍ସ’ ପ୍ରଥମ ଥର…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?