Posted inଖେଳ

ରୋହିତଙ୍କ ଛକା ରେକର୍ଡ

ଲଡରହିଲ, ୫ା୮- ଏକ ଚୌକା ସହ ଭାରତ ଇନିଂସ ଆରମ୍ଭ କରିଥିବା ରୋହିତ ଶର୍ମା ସମ୍ପୂର୍ଣ୍ଣ ଷ୍ଟାଇଲରେ ଇନିଂସ ଆରମ୍ଭ କରିଥିଲେ। ଏହି ମ୍ୟାଚ୍‌ରେ କ୍ୟାରିୟରର ୧୭ତମ ଟି୨୦ ଅର୍ଦ୍ଧଶତକ ହାସଲ କରିବା ଅବସରରେ ସେ ଟି୨୦ ଅନ୍ତର୍ଜାତୀୟରେ ସର୍ବାଧିକ ଛକା ମାରିବା ରେକର୍ଡର ଅଧିକାରୀ ମଧ୍ୟ ହୋଇଛନ୍ତି। ଏ କ୍ଷେତ୍ରରେ ସେ ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ଙ୍କୁ ପଛରେ ପକାଇ ଦେଇଛନ୍ତି। ଗେଲ୍‌ ୧୦୫ ଛକା ମାରିଥିବାବେଳେ ରୋହିତ ଏଠାରେ ନିଜର ଛକା ସଂଖ୍ୟାକୁ ୧୦୭ରେ ପହଞ୍ଚାଇ ଦେଇଛନ୍ତି। ଏହି ତାଲିକାରେ ମାର୍ଟିନ ଗୁପଟିଲ (୧୦୩), କଲିନ ମୁନ୍‌ରୋ (୯୨) ଓ ବ୍ରେଣ୍ଡନ ମ୍ୟାକକୁଲମ (୯୧) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆନ୍ଦୋଳନ ଡାକରା ଦେଲା ଏହି ବଡ଼ ବ୍ୟାଙ୍କ୍‌, ଜାଣନ୍ତୁ ସେପ୍ଟେମ୍ୱର-ଅକ୍ଟୋବରରେ କେତେଦିନ ବନ୍ଦ ରହିବ ବ୍ୟାଙ୍କ୍‌?

ନୂଆଦିଲ୍‌ଲୀ,୧।୯: ଯଦି ଆପଣ ସେପ୍ଟେମ୍ୱର-ଅକ୍ଟୋବର ମାସରେ ବ୍ୟାଙ୍କ ସମ୍ୱନ୍ଧୀୟ କୌଣସି କାମ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମାସଗୁଡ଼ିକରେ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri