Posted inଖେଳ

ରୋହିତ-ଧାଓ୍ବନଙ୍କ ରେକର୍ଡ

ରାଜକୋଟ,୮।୧୧- ଭାରତୀୟ ଦଳର ଦୁଇ ଓପନର ରୋହିତ ଶର୍ମା ଓ ଶିଖର ଧାଓ୍ବନଙ୍କ ଯୋଡ଼ି ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଲାଂଦେଶ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତୀୟ ଓପନିଂ ଯୋଡ଼ି ୧୦.୫ ଓଭରରେ ୧୧୮ ରନ୍‌ ଯୋଡ଼ିଥିଲା। ଟି୨୦ ଫର୍ମାଟରେ ରୋହିତ ଓ ଧାଓ୍ବନଙ୍କ ଓପନିଂ ଯୋଡ଼ି ପାଇଁ ଏହା ଚତୁର୍ଥ ଶତକୀୟ ଭାଗୀଦାରି। କ୍ରିକେଟର ଛୋଟିଆ ଫର୍ମାଟରେ ଏହା ଯେ କୌଣସି ଓପନିଂ ଯୋଡ଼ି ପାଇଁ ସର୍ବାଧିକ। ଏହି ତାଲିକାରେ ଅଷ୍ଟ୍ରେଲିଆର ସେନ ଓ୍ବାଟସନ-ଡେଭିଡ ଓ୍ବାର୍ନର, ନ୍ୟୁଜିଲାଣ୍ଡର ମାର୍ଟିନ ଗୁପଟିଲ-କେନ ଓ୍ବିଲିୟମସନ, ଭାରତର ରୋହିତ-ବିରାଟ କୋହଲି, ନ୍ୟୁଜିଲାଣ୍ଡ ଗୁପଟିଲ-କଲିନ ମୁନ୍‌ରୋଙ୍କ ଓପନିଂ ଯୋଡ଼ି ରହିଛି। ଏହି ସମସ୍ତ ଯୋଡ଼ି ଅନ୍ତର୍ଜାତୀୟ ଟି୨୦ରେ ୩ ଥର ଶତକୀୟ ଭାଗୀଦାରି କରିଛନ୍ତି। ଉଲ୍ଲେଖଥାଉ କି, ରୋହିତ ୪୩ ବଲରୁ ବିସ୍ଫୋରକ ୮୫ ଓ ଧାଓ୍ବନ ୩୧ ରନ୍‌ କରି ଭାରତୀୟ ଦଳର ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri