ଲକଡାଉନ ନିୟମ ଉଲ୍ଲଂଘନ,୧୨ବାଇକ ଜବତ କଲା ପୋଲିସ

ଜୁନାଗଡ଼,୫।୪(ଡି.ଏନ.ଏ.)- କରୋନା ଭୁତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରା ଭାରତରେ ଲକଡାଉନ ଜାରି ରହିଛି। ଏହାକୁ ଅମାନ୍ୟ କରୁଥିବା ବ୍ୟକ୍ତିଙ୍କ ଉପରେ ପୋଲିସ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନରେ ଥିବା ଚିଲଗୁଡା ଫାଣ୍ଡି ପୋଲିସ ଗତ ୨ ଦିନରେ ୧୨ଟି ବାଇକ ଜବତ କରିଛି। ଲକଡାଉନ ନିୟମ ଉଲ୍ଲଂଘନ କରିଥିବା ଅମାନିଆ ବାଇକ ଚାଳକମାନେ ଗାଡି ଛାଡି ଫେରାର ହୋଇଯାଇଛନ୍ତି। ଶନିବାର ୮ଟି ଓ ରବିବାର ୪ ବାଇକ ଜବତ କରାଯାଇଥିବା ଚିଲଗୁଡା ଫାଣ୍ଡି ଅଧିକାରୀ ବୀରବନ୍ଧୁ ସେଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri