ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ: ଜଣେ କୋର୍ଟଚାଲାଣ

କୋରୁକୋଣ୍ଡା,୨୨।୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ଓରକେଲ ଥାନା ପୋଲିସ ୧୪୦ କେଜି ୩୫୦ ଗ୍ରାମ୍‌ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ ହେଲେ ମାଲକାନଗିରି ଥାନା ଅଧୀନସ୍ଥ ଏମ୍‌ଭି ୧୧୪ ଗ୍ରାମର ଭିମା ମଣ୍ଡଳ(୩୮)।
ସୂଚନାଯୋଗ୍ୟ, ମଙ୍ଗଳବାର ସନ୍ଧ୍ୟାରେ ବାଲିମେଳା-ଜୟପୁର ମୁଖ୍ୟ ରାସ୍ତାର ଗୁମ୍ମା ନିକଟସ୍ଥ ସୁନାନାଗର ଘାଟିଠାରେ ପାଟ୍ରୋଲିଂ ଚାଲୁଥିଲା। ଏହି ସମୟରେ ଦ୍ରୁତଗତିରେ ଆସୁଥିବା ଏକ ଗାଡିକୁ ଅଟକା ଯାଇଥିଲା। ଯାଞ୍ଚ ସମୟରେ ଉକ୍ତ ଗାଡ଼ିରୁ ୧୪୦ କେଜି ୩୫୦ ଗ୍ରାମ୍‌ ଗଞ୍ଜେଇ ଜବତ ହୋଇଥିଲା। ଏହି ଗଞ୍ଜେଇ ଚିତ୍ରକୋଣ୍ଡାରୁ କୋଲକାତକୁ ନିଆଯାଉଥିବା ତଦନ୍ତକାରୀ ଅଧିକାରୀ କୃଷ୍ଣା କୁମାରୀ ପ୍ରଧାନ ସୂଚନା ଦେଇଛନ୍ତି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨ ଲକ୍ଷ ୮୦ ହଜାର ହେବ ବୋଲି ଜଣାପଡ଼ିଛି। ଅଭିଯୁକ୍ତଙ୍କୁ କେସ ନଂ. ୧୪/୨୦ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ଜଗଦୀଶ ବାରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri