ଲକ୍ଷାଧିକ ଟଙ୍କାର ଶାଗୁଆନ ପଟା ଜବତ

ଭବାନୀପାଟଣା/ଜୟପାଟଣା,୧୯।୪(ସ୍ବ.ପ୍ର/ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅର୍ନ୍ତଗତ ଜୟପାଟଣା ରେଞ୍ଜ ବଟକର୍ଲାକୋର୍ଟ ଓ ପାବଲି ଗ୍ରାମରେ ରବିବାର ବନ ବିଭାଗ ପକ୍ଷରୁ ଚଢାଉ କରି ବିପୁଳ ପରିମାଣରେ ଶାଗୁଆନ କାଠ ଜବତ କରଯାଇଛି। ଏହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ । ଏହି ଘଟଣାରେ ପାବଲୀ ଗ୍ରାମର ଜଣଙ୍କୁ ଅଟକ ରଖାଯାଇ ପଚରାଉଚୁରା କରାଯାଉଛି। ତଦନ୍ତ ପରେ ମୁଖ୍ୟ କାଠ ମାଫିଆଙ୍କୁ ଗିରଫ କରାଯିବ ବୋଲି ବିଭାଗୀୟ ଅଧିକାରୀ ପ୍ରକାଶ କରିଛନ୍ତି। ଏହି ଚଢାଉରେ ଭବାନୀପାଟଣା ଡିଭିଜନ ମୋବାଇଲ ସ୍କାଡର ବନପାଳ ପଦ୍ମଲୋଚନ ଶବର, ଜୟପାଟଣା ରେଞ୍ଜର କେଶବ ଚନ୍ଦ୍ର ଶବର, ଡେପୁଟି ରେଞ୍ଜର ନବୀନ କୁମାର ପଣ୍ଡା, ବନପାଳ ସୁରେନ୍ଦ୍ର ବେହେରା, ସୌରେନ୍ଦ୍ର ବାଗ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଜକ ସମାଜ ନୂତନ କର୍ମକର୍ତ୍ତା ଚୟନ: ରାଧାମୋହନ-କହ୍ନେଇଙ୍କୁ ବଡ଼ ଦାୟିତ୍ୱ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଯୋଗୀମାରୀ ଠାରେ ରଜକ ସମାଜ ଉପରଅଣଗିରୀ ମୁଠାର ବାର୍ଷିକ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ସୋମବାର ଅନୁଷ୍ଠିତ ହୋଇଯାଇଛି।…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍‌ରୁ ମିଳିଲା ଏତେ ପରିମାଣର… ଦେଖିକି ଭିଜିଲାନ୍ସ ତାଜୁବ

ବାଲିଗୁଡା, ୮।୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀ ବେକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ଲକରକୁ ଓଡ଼ିଶା…

ଯାତ୍ରୀବାହୀ ବସ୍ ସହ ଟ୍ରେଲର ମୁହାଁମୁହିଁ ଧକ୍କା, ଅନେକ ଯାତ୍ରୀ ଗୁରୁତର

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ବାଉଁଶୁଳି–ଉଖୁଣ୍ଡା ରାସ୍ତାର ଭଅଁରପୁର ନିକଟରେ ସୋମବାର ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ‘ସାହୁ’ ନାମକ ଏକ…

ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର…

ଜାତୀୟ ରାଜପଥ ଉପରେ ପଡ଼ିଥିଲେ ଯୁବକ; ମାନବିକତା ଦେଖାଇଲେ ବିଧାୟକ କଲେ ଏମିତି…ଚାରିଆଡେ ଚର୍ଚ୍ଚା

ଛତ୍ରପୁର,୮।୬( ଦିଲ୍ଲୀପ ସାମଲ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ । ବିଧାୟକ ତାଙ୍କର କ୍ଷେତ୍ର ପରିଦର୍ଶନ ସାରି ଫେରୁଥିବା ବେଳେ ଗଞ୍ଜାମ ହୁମା…

ଗାଁ ଛକ ନିକଟରେ ପଡ଼ିଛି ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଡେରାବିଶ, ୮।୬ (ବୈବର୍ତ୍ତ ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଏଣ୍ଡର ପଞ୍ଚାୟତର ନୀଳକଣ୍ଠପୁର ଗ୍ରାମ ନିକଟରୁ ସୋମବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର…

ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌, ତେଜିଲା ଅସନ୍ତୁଷ୍ଟ

ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌…

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬(ଅଜିତ ମହାନ୍ତି): ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri