ଲକ୍ଷାଧିକ ଲୋକଙ୍କ ପାସଓ୍ବାର୍ଡ ‘୧୨୩୪୫୬

ଲଣ୍ଡନ,୨୨ା୪(ପି.ଟି): ବିଶ୍ୱର ଲକ୍ଷଲକ୍ଷ ଲୋକ ଗୁରୁତ୍ୱପୂର୍ଣ୍ଣ ଆକାଉଣ୍ଟ ପାଇଁ ସହଜରେ ମନେରହିବା ଭଳି ପାସଓ୍ବାର୍ଡ ‘୧୨୩୪୫୬’ ଏବଂ ‘କ୍ୟୁଡବ୍ଲ୍ୟୁଇଆରଟିଓ୍ବାଇ’ ବ୍ୟବହାର କରୁଥିବା ଏକ ଅଧ୍ୟୟନରୁ ଜାଣିବାକୁ ମିଳିଛି। ବ୍ରିଟେନ୍‌ର ନ୍ୟାଶନାଲ ସାଇବର ସିକ୍ୟୁରିଟି ସେଣ୍ଟର (ଏନ୍‌ସିଏସ୍‌ସି) ଦ୍ୱାରା ତଥ୍ୟ ବିଶ୍ଳେଷଣରୁ ଏହି ସୂଚନା ମିଳିଛି। ଜନସାଧାରଣ ସେମାନଙ୍କ ଗୁରୁତ୍ୱପୂର୍ଣ୍ଣ ଆକାଉଣ୍ଟଗୁଡିକ ପାଇଁ ପାଖାପାଖି ଡିଜିଟ୍‌ ସହିତ ସ୍ମରଣଯୋଗ୍ୟ ଶବ୍ଦକୁ ଯୋଡି ଏକ ବଳିଷ୍ଠ ପାସଓ୍ବାର୍ଡ ପ୍ରସ୍ତୁତ କରିବା ଉଚିତ। ଉକ୍ତ ସଂସ୍ଥା ଏହାର ପ୍ରଥମ ସାଇବର-ସର୍ଭେରେ ଜନସାଧାରଣଙ୍କ ଡାଟାବେସ୍‌କୁ ବିଶ୍ଳେଷଣ କରିଥିଲା। କେଉଁ ଶବ୍ଦ, ଫ୍ରେଜ୍‌ ଓ ଡିଜିଟ୍‌ଗୁଡିକୁ ଲୋକେ ପାସଓ୍ବାର୍ଡ ଭାବେ ବ୍ୟବହାର କରିବାକୁ ଅଧିକ ପସନ୍ଦ କରୁଛନ୍ତି ତାହା ପରୀକ୍ଷାନିରୀକ୍ଷା କରାଯାଇଥିଲା। ଉକ୍ତ ତାଲିକାର ଶୀର୍ଷରେ ରହିଥିଲା ‘୧୨୩୪୫୬’। ବିଶ୍ୱରେ ୨୩ ନିୟୁତରୁ ଅଧିକ ଲୋକ ଏଭଳି ପାସଓ୍ବାର୍ଡ ବ୍ୟବହାର କରନ୍ତି। ଦ୍ୱିତୀୟ ସର୍ବାଧିକ ବ୍ୟବହୃତ ପାସଓ୍ବାର୍ଡ ହେଉଛି ‘୧୨୩୪୫୬୭୮୯’। ଏହାକୁ ମନେପକାଇବା ଏତେ କଷ୍ଟକର ନୁହେଁ। ଏହା ପଛକୁ ଅନ୍ୟ ୩ଟି ହେଉଛି ‘କ୍ୟୁଡବ୍ଲ୍ୟୁଇଆରଟିଓ୍ବାଇ’, ‘ପାସଓ୍ବାର୍ଡ’ ଏବଂ ‘୧୧୧୧୧୧୧’।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ଏମିତି ଘୋଷଣା କଲା ଇରାନ ଖୁସି ହୋଇଗଲା ସାରା ବିଶ୍ୱ, ଏଥର ଶେଷ ହେବ ଯୁଦ୍ଧ!

ନୂଆଦିଲ୍ଲୀ/ତେହରାନ,୨୪।୫: ଭାରତରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି ଡକ୍ଟର ଅବଦୁଲ ମାଜିଦ ହାକିମ ଏଲାହିଙ୍କ ଏକ ବିବୃତ୍ତି ଅନ୍ତର୍ଜାତୀୟ ରାଜନୀତିରେ ଏକ ନୂତନ ଆଲୋଚନାର ସୂତ୍ରପାତ କରିଛି।…

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri