ଲକ୍‌ଡାଉନରେ ନିଶାଦ୍ରବ୍ୟ ବିକ୍ରି: ସିଲ୍‌ ହେଲା ଦୋକାନ

ମାଲକାନଗିର,୧ା୫(ଡି.ଏନ୍‌.ଏ):ଲକ୍‌ଡାଉନ ସମୟରେ ପାନ, ତମାଖୁ ଓ ମଦ ବିକ୍ରି ବନ୍ଦ ରହିଛି। ସେହିପରି ଗୁଟ୍‌ଖା ପ୍ରସ୍ତୁତି ଓ ବିକ୍ରିକୁ ସରକାର ପୂର୍ବରୁ ନିଷେଧ ଘୋଷଣା କରିଛନ୍ତି। ତଥାପି ନିୟମ ଉଲ୍ଲଂଘନ କରୁଛନ୍ତି ବ୍ୟବସାୟୀ। କଟକଣା ବଳବତ୍ତର ରହିଥିଲେ ମଧ୍ୟ ଶୁକ୍ରବାର ମାଲକାନଗିରି ଜିଲା ସଦରସ୍ଥିତ ପ୍ରଧାନ ପାନ ମସଲା ଦୋକାନ ଖୋଲା ଥିବା ଖବର ପାଇ ପୋଲିସ ଓ ପ୍ରଶାସନ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିଲା। ଦୋକାନରେ ପାନ, ସିଗାରେଟ, ଗୁଟ୍‌ଖା, ବିଡ଼ି ଆଦି ନିଶା ଦ୍ରବ୍ୟ ବିକ୍ରି ହେଉଥିବା ଜଣାପଡ଼ିବା ପରେ ଦୋକାନକୁ ସିଲ୍‌ କରାଯାଇଛି। ଚଢ଼ାଉରେ ସହକରୀ ଜିଲାପାଳ ପ୍ରମୋଦ କୁମାର ବେହେରା, ପୋଲିସ ଓ ରାଜସ୍ବ ବିଭାଗ ଅଧିକାରୀ ସାମିଲ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri