ଲକ୍‌ଡାଉନ୍‌କୁ ମାନୁନାହାନ୍ତି ଲୋକେ: ପରିବା ମାର୍କେଟରେ ଭିଡ଼ ଅସମ୍ଭାଳ

ପୁରୀ ଅଫିସ, ୨୩।୩: କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁରୀ ସହରକୁ ଲଗ୍‌ଡାଉନ୍‌ ଘୋଷଣା କରିଛନ୍ତି। ସୋମବାର ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନରେ ସହରବାସୀ ବିଭିନ୍ନ ସ୍ଥାନରେ ପ୍ରଶାସନିକ ନିର୍ଦ୍ଦେଶକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି। ବିଶେଷକରି ପରିବା ମାର୍କେଟରେ ଭିଡ଼ ଅସମ୍ଭାଳ ରହିଥିଲା। ପୋଲିସ ଏବଂ ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଜନସାଧାରଣଙ୍କୁ ସଚେତନ କରାଯାଉଥିଲେ ମଧ୍ୟ ଅନେକେ ବିଭିନ୍ନ ପ୍ରକାର ବାହାନା ଦେଖାଇ ରାସ୍ତାଘାଟରେ ବୁଲୁଛନ୍ତି। ପୋଲିସ ପକ୍ଷରୁ ବଡ଼ଶଙ୍ଖ ପରିବା ମାର୍କେଟରେ ବ୍ୟବସାୟୀ ଓ ଗ୍ରାହକଙ୍କୁ ସାମାଜିକ ଦୂରତ୍ୱ ରକ୍ଷା କରିବା ଲାଗି ଦୀର୍ଘ ସମୟ ଧରି ସଚେତନ କରାଯାଇଥିଲା। କିନ୍ତୁ ରବିବାର ଜନତା କର୍ଫ୍ୟୁକୁ ଯେଉଁଭଳି ଭାବେ ପୁରୀବାସୀ ସମର୍ଥନ କରିଥିଲେ ଲକ୍‌ଡାଉନ୍‌କୁ ସେଭଳି ସହଯୋଗ କରୁ ନ ଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri