Posted inଖେଳ

ଲକ୍‌ଡାଉନ୍‌ରେ ଇଞ୍ଜୁରିମୁକ୍ତ ହେବାକୁ ଚାହାନ୍ତି ପୋଗ୍‌ବା

ଲଣ୍ଡନ, ୪ା୫ (ଏଏଫ୍‌ପି): କୋଭିଡ୍‌-୧୯ ପାଇଁ ଲକ୍‌ଡାଉନର ସଦୁପଯୋଗ କରିବେ ମାଞ୍ଚେଷ୍ଟର ୟୁନାଇଟେଡ୍‌ ମିଡ୍‌ଫିଲ୍ଡର ପଲ୍‌ ପୋଗ୍‌ବା। ଇଞ୍ଜୁରିଜନିତ ସମସ୍ୟାରୁ ମୁକ୍ତ ହୋଇ ନିଜକୁ ସମ୍ପୂର୍ଣ୍ଣ ଫିଟ୍‌ କରିବା ଲାଗି ସେ ଚେଷ୍ଟା କରିବେ। କରୋନା ଭାଇରସ୍‌ କାରଣରୁ ମାର୍ଚ୍ଚରେ ପ୍ରିମିୟର ଲିଗ୍‌ ସସ୍‌ପେଣ୍ଡ କରାଯିବା ପୂର୍ବରୁ ପୋଗ୍‌ବା ୟୁନାଇଟେଡ୍‌ ପାଇଁ ମାତ୍ର ୮ଥର ଖେଳିଛନ୍ତି। ତେବେ ଗୋଇଠିରେ ସମସ୍ୟା ଯୋଗୁ ଫ୍ରେଞ୍ଚ୍‌ ବିଶ୍ୱକପ୍‌ ବିଜେତା ୨୦୨୦ରେ ଗୋଟିଏ ହେଲେ ମ୍ୟାଚ ଖେଳି ନାହାନ୍ତି। ଶେଷଥର ପାଇଁ ଡିସେମ୍ବର ୨୬ରେ ନ୍ୟୁକ୍ୟାସେଲ ବିପକ୍ଷ ମ୍ୟାଚ୍‌ରେ ସେ ଖେଳିଥିଲେ। ଗ୍ରୀଷ୍ଣଋତୁରେ ଯଦି ପ୍ରିମିୟର ଲିଗ୍‌ ପ୍ରତ୍ୟାବର୍ତ୍ତନ କରେ ତେବେ ସେତେବେଳକୁ ସେ ଠିକ୍‌ ହୋଇଯାଇଥିବେ ବୋଲି ଆଶା କରୁଛନ୍ତି। ମୋ ଘରେ ଗୋଟିଏ ଛୋଟ ଜିମ୍‌ ଅଛି। ବ୍ୟାୟାମ କରିବା ସହ ରନିଂ ମଧ୍ୟ କରୁଛି। ବଲ୍‌କୁ ନେଇ ଅଭ୍ୟାସ ମଧ୍ୟ ଜାରି ରଖିଛ। ନିଜକୁ ସମ୍ପୂର୍ଣ୍ଣ ସୁସ୍ଥ କରିବା ଲାଗି ଚେଷ୍ଟା ଚଳାଇଛି ବୋଲି ପୋଗ୍‌ବା ଏକ ସାକ୍ଷାତ୍‌କାରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri