ଲକ୍‌ଡାଉନ୍‌ରେ ଘରୁ ନ ବାହାରିବା ପାଇଁ ଲୋକଙ୍କୁ ହାତ ଯୋଡ଼ିଲେ ଟ୍ରାଫିକ୍‌ ପୋଲିସ

ବିଜୟଓ୍ବାଡ଼ା,୨୮।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରସ୍ଥଳେ ଲୋକେ ସରକାରଙ୍କ ନିର୍ଦ୍ଦେଶ ବେ ଖାତିର କରି ଘରେ ନ ରହି ବାହାରକୁ ବାହାରୁଛନ୍ତି। ଏନେଇ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡ଼ାରେ ଟ୍ରାଫିକ ପୋଲିସଙ୍କ ପକ୍ଷରୁ ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି। ରାସ୍ତାରେ ଧାଡ଼ିବାନ୍ଧି ଟ୍ରାଫିକ ପୋଲିସ ଲୋକଙ୍କୁ ହାତ ଯୋଡ଼ି ଘରୁ ନ ବାହାରିବା ଲାଗି ଅନୁରୋଧ କରୁଛନ୍ତି। ଏହାର ଫଟୋ ଏବଂ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଇତିମଧ୍ୟରେ ଆନ୍ଧ୍ରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri