ଲକ୍‌ଡାଉନ୍‌ରେ ଦର୍ଶକଙ୍କ ପାଇଁ ଖୁସିଖବର: ଶନିବାରଠାରୁ ପୁନଃ ପ୍ରସାରଣ ହେବ ରାମାୟଣ

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। ଏଥିରୁ ବର୍ତ୍ତିବା ପାଇଁ କେନ୍ଦ୍ରସରକାର ସାରା ଦେଶରେ ୨୧ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଭଳି ସ୍ଥିତିରେ ଘରେ ରହି ଲୋକଙ୍କୁ ସମୟ କାଟିବା କଷ୍ଟକର ହୋଇପଡ଼ିଛି। କରୋନା ଯୋଗୁ ସମସ୍ତ ଫିଲ୍ମ ରିଲିଜ୍‌ ଓ ଟିଭିଏହାରି ଭିତରେ ଦର୍ଶକଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିଛି। ଦୂରଦର୍ଶନରେ ପୁଣିଥରେ ରାମାନନ୍ଦ ସାଗରଙ୍କ ରାମାୟଣକୁ ପ୍ରସାରିତ କରାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ଶୁକ୍ରବାର ଟୁଇଟ କରି ସମସ୍ତଙ୍କୁ ଜଣାଇଛନ୍ତି। କିଛି ଦିନ ତଳେ ସାଧାରଣ ଜନତା ରାମାୟଣ ଓ ମହାଭାରତକୁ ପୁନଃ ପ୍ରସାରଣ କରିବା ପାଇଁ ଡିମାଣ୍ଡ କରିଥିଲେ। ତେବେ ଜନତାଙ୍କ କଥା ରଖି ଦୂରଦର୍ଶନ ମାର୍ଚ୍ଚ ୨୮ ଶନିବାରଠାରୁ ପୁଣିଥରେ ରାମାୟଣକୁ ପ୍ରସାରଣ କରିବ। ଏହାକୁ ଦର୍ଶକ ଦିନକୁ ୨ଥର ଦେଖିପାରିବେ। ପ୍ରଥମ ଏପିସୋଡ୍‌ ସକାଳ ୯ଟାରେ ଓ ଦ୍ୱିତୀୟ ଏପିସୋଡ୍‌ ରାତି ୯ଟାରେ ପ୍ରସାରିତ ହେବ ବୋଲି ଜଣାପଡ଼ିଛି। ସେହି ସମୟରେ ରାମାୟଣ ବେଶ୍‌ ଲୋକପ୍ରିୟ ହୋଇପାରିଥିଲା। ଏଥିସହ ରାମାୟଣର ବିଭିନ୍ନ ଚରିତ୍ରରେ ଅଭିନୟ କରିଥିବା ଅଭିନେତା ଓ ଅଭିନେତ୍ରୀଙ୍କୁ ଆଜି ବି ଲୋକେ ଭୁଲିପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ମହାମେଣ୍ଟର ସିଟ୍‌ ଫାଇନାଲ, ଆରଜେଡିକୁ ୨୬, କଂଗ୍ରେସକୁ ୯

ପାଟନା,,୨୯।୩: ବିହାରରେ ୪୦ଟି ଲୋକ ସଭା ଆସନ ବଣ୍ଟନ ନେଇ ଗ୍ରାଣ୍ଡ ଆଲାଇନ୍ସ ମଧ୍ୟରେ ଅନେକ ଦିନ ଧରି ବିବାଦ ଲାଗି ରହିଥିଲା। ବର୍ତ୍ତମାନ ଆରଜେଡି,...

ଏନଡିଏରେ ଯୋଗଦେବାର ୮ ମାସ ପରେ ପ୍ରଫୁଲ ପଟେଲଙ୍କ ବିରୋଧରେ କେସ୍ ବନ୍ଦ କଲା ସିବିଆଇ

ନୂଆଦିଲ୍ଲୀ,୨୯।୩: ଏନସିପି ନେତା ପ୍ରଫୁଲ୍ଲ ପଟେଲ, ଅଜିତ ପାୱାର ଏବଂ ଅନ୍ୟ ଦଳର ନେତାମାନେ ଏନଡିଏରେ ଯୋଗଦେବା ପରେ ଆଠ ମାସ ପରେ ସିବିଆଇ ଏୟାର...

ଦିଲ୍ଲୀରେ ଚାଲିବ ‘କେଜରିଓ୍ବାଲ ଆଶୀର୍ବାଦ’ ଅଭିଯାନ: ସୁନୀତା

ନୂଆଦିଲ୍ଲୀ,୨୯।୩: ଏହି ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଇଡି ହେପାଜତରେ ଅଛନ୍ତି। କୋର୍ଟ ତାଙ୍କ ରିମାଣ୍ଡ...

ଏଠାରେ ବିଧାୟକଙ୍କୁ ଦରକାର ଗଧ, ସରକାରଙ୍କୁ କଲେ ଡିମାଣ୍ଡ

ଜୟପୁର,୨୯।୩: ଦେଶକୁ ସଫା ସୁତୁରା ରଖିବା ପାଇଁ ସରକାର ଅନେକ କାର୍ଯ୍ୟକ୍ରମ ଚଳାଇଛନ୍ତି। ଏଥିରେ ପ୍ରତ୍ୟେକ ଘରୁ ଅଳିଆ ସଂଗ୍ରହ କରିବାକୁ ଏକ ଅଳିଆ ଭ୍ୟାନ...

କଶ୍ମୀରର କେଶର, ତାମିଲନାଡୁର ମୋତି… ଜାଣନ୍ତୁ ବିଲ ଗେଟ୍ସଙ୍କୁ ଉପହାରରେ କ’ଣ କ’ଣ ଦେଲେ ମୋଦି

ନୂଆଦିଲ୍ଲୀ,୨୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ଭେଟିଥିଲେ। ଏହି ସମୟରେ, ଭୋକାଲ ଫର ଲୋକାଲର ଏକ ଗିଫ୍ଟ ଗେଟ୍ସଙ୍କୁ ଦେଇଛନ୍ତି। ଯେଉଁଥିରେ...

ପିତାଙ୍କ କବର ନିକଟରେ ପୋତି ଦିଆଯିବ ମୁଖତାର ଅନସାରୀଙ୍କ ମୃତଦେହ

ଲକ୍ଷ୍ନୌ,୨୯।୩: ପୂର୍ବତନ ବିଧାୟକ ମୁଖତାର ଅନସାରଙ୍କର ଗୁରୁବାର (୨୮ ମାର୍ଚ୍ଚ) ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ସାରା ରାଜ୍ୟରେ ଧାରା...

ଆମ ପିଲା ବହୁତ ଆଡ୍‌ଭାନ୍ସ: ଜନ୍ମ ହେବା ମାତ୍ରେ କୁହନ୍ତି AI

ନୂଆଦିଲ୍ଲୀ,୨୯ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହା...

ହାଇକୋର୍ଟରୁ ଝଟକା ପରେ କଂଗ୍ରେସକୁ ୧.୭୦୦ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍

ଭୁବନେଶ୍ୱର,୨୯ା୩: ଆୟକର ବିଭାଗ କଂଗ୍ରେସକୁ ୧,୭୦୦ କୋଟି ଟଙ୍କାର ନୋଟିସ ପ୍ରଦାନ କରିଛି। ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ ପୁନଃ ମୂଲ୍ୟାଙ୍କନ ପ୍ରକ୍ରିୟାରେ କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri