ଲକ୍‌ଡାଉନ୍‌ରେ ପାଠ ପଢ଼ିବେ ଦଶମ ଛାତ୍ରୀଛାତ୍ର: ସପ୍ତାହରେ ୫ ଦିନ ଦୂରଦର୍ଶନରେ ଏଜୁସାଟ୍‌ ପକ୍ଷରୁ ପ୍ରସ୍ତୁତ ଭିଡିଓର ପୁନଃ ପ୍ରସାରଣ ନିଷ୍ପତ୍ତି

ଭୁବନେଶ୍ୱର,୧୮।୪(ବ୍ୟୁରୋ): କରୋନା ମହାମାରୀ ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ଜାରି ରହିଛି। ଏଥିରେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହୋଇଛି। ବିଶେଷଭାବେ ମାଟ୍ରିକ୍‌ ପରୀକ୍ଷା ଦେବାକୁ ଯାଉଥିବା ପିଲାମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଲକ୍‌ଡାଉନ୍‌ ସମୟରେ ଦୁରଦର୍ଶନ ଜରିଆରେ ଦଶମ ପାଠ ପଢ଼ାଯିବ। ଏଜୁସାଟ୍‌ ପକ୍ଷରୁ ପ୍ରସ୍ତୁତ ଭିଡିଓର ପୁନଃ ପ୍ରସାରଣ ପାଇଁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓସେବା) ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି।

ସୂଚନାନୁଯାୟୀ, ଏପ୍ରିଲ ୨୦ରୁ ମେ’ ୧୨ ତାରିଖ ମଧ୍ୟରେ ୩୪ଟି ଭିଡିଓର ପୁନଃ ପ୍ରସାରଣ କରାଯିବ। ଦିନକୁ ୨ଥର ଘଣ୍ଟାଏ ଲେଖାଏଁ କାର୍ଯ୍ୟକ୍ରମର ପୁନଃ ପ୍ରସାରଣ ହେବ। ପ୍ରତି ସୋମବାରରୁ ଶୁକ୍ରବାର ଯାଏ ସକାଳ ୧୧ଟାରୁ ୧୨ଟା ଏବଂ ଦିନ ୩ଟା ୩୦ରୁ ୪ଟା ୩୦ ପର୍ଯ୍ୟନ୍ତ ପ୍ରସାରଣ ହେବ। ଗଣିତ, ଇଂରାଜୀ, ଭୂଗୋଳ, ଏସ୍‌ସିପି, ଏସ୍‌ସିଏଲ୍‌ ଆଦି ପାଠ ବିଷୟରେ ଛାତ୍ରୀଛାତ୍ରମାନେ ପଢ଼ିପାରିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri