ଲକ୍‌ଡାଉନ୍‌ରେ ମନେ ପଡ଼ୁଛନ୍ତି ରିଚା

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହିି ଲକ୍‌ଡାଉନ୍‌ ପାଇଁ ବହୁଲୋକଙ୍କ ସ୍ପେଶିଆଲ ପ୍ଲାନ୍‌ଗୁଡ଼ିକ ସବୁ ବନ୍ଦ ହୋଇଯାଇଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌ ତାରକା। ରିଚା ଚଡ୍ଡା ଏବଂ ଅଲ୍ଲି ଫଜଲ ଦୁହେଁ ଦୁହିଁଙ୍କୁ ପ୍ରେମ କରୁଥିଲେ। ସେମାନେ ଏଇ ଏପ୍ରିଲରେ ବିବାହ ବନ୍ଧନରେ ବାନ୍ଧି ହୋଇଥାନ୍ତେ। କିନ୍ତୁ କୋଭିଡ-୧୯ ପାଇଁ ତାଙ୍କର ସବୁ ପ୍ଲାନ୍‌ଗୁଡ଼ିକୁ ସ୍ଥଗିତ କରିବାକୁ ପଡ଼ିଛି। ଏବେ ଦୁହେଁ ଅଲଗା ଅଲଗା ରହି ଲକ୍‌ଡାଉନ୍‌ ପାଳନ କରୁଛନ୍ତି। ଦୁହେଁ ଭିଡିଓ କଲ୍‌ରେ କଥା ହେଉଛନ୍ତି। ଅଲ୍ଲି କିନ୍ତୁ ରିଚାଙ୍କୁ ନ ଦେଖି ରହିପାରୁନାହାନ୍ତି। ସେଥିଲାଗି ସେ ଭାବୁଛନ୍ତି ମୁମ୍ବାଇ ପୋଲିସଠାରୁ ଅନୁମତି ଆଣି ତାଙ୍କୁ ଦେଖା କରିବେ ବୋଲି। ତେବେ ଦେଖାଯାଉ, ଅଲ୍ଲି ତାଙ୍କ ଗର୍ଲଫ୍ରେଣ୍ଡ ରିଚାଙ୍କୁ ଦେଖା କରିପାରୁଛନ୍ତି କି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri