ଲକ୍‌ଡାଉନ୍‌ରେ ସେବା ଯୋଗାଇବ ମୋ ବସ୍‌: ବିମାନବନ୍ଦର, ରେଳ ଷ୍ଟେଶନ, ବସ୍‌ଷ୍ଟାଣ୍ଡ୍‌ ଓ ହସ୍ପିଟାଲକୁ ସ୍ବତନ୍ତ୍ର ରୁଟ୍‌

ଭୁବନେଶ୍ୱର, ୨୨।୩(ବ୍ୟୁରୋ): କରୋନା ସଂକ୍ରାମଣ ଏଡ଼ାଇବାକୁ ୨୨ରୁ ୨୯ ତାରିଖ ଯାଏ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ତେବେ ଏହି ସମୟରେ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ଦ୍ୱାରା ପରିଚାଳିତ ‘ମୋ ବସ୍‌’ ସେବା ଜାରି ରଖିବ। ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ମୋ ବସ୍‌ କେବଳ ହସ୍ପିଟାଲ, ବିମାନବନ୍ଦର, ରେଳ ଷ୍ଟେଶନ ଓ ବସ୍‌ଷ୍ଟାଣ୍ଡ୍‌ରୁ ସେବା ଯୋଗାଇବ। ୨୩ରୁ ୨୯ ପର୍ଯ୍ୟନ୍ତ ମୋ ବସ୍‌ ସ୍ବତନ୍ତ୍ର ରୁଟ୍‌ରେ ଚଳାଚଳ କରିବ। ଘଣ୍ଟାଏ ବ୍ୟବଧାନରେ ଗୋଟିଏ ବସ୍‌ ଗୋଟିଏ ରୁଟ୍‌ରେ ଯାତାୟାତ କରିବ। ସେହିପରି ରୁଟ୍‌-୧ରେ ଏୟାରପୋର୍ଟରୁ ମାଷ୍ଟର କ୍ୟାଣ୍ଟିନ ୨ଟି ବସ୍‌, ରୁଟ୍‌-୧୧ରେ ନନ୍ଦନବିହାରରୁ ମାଷ୍ଟରକ୍ୟାଣ୍ଟିନ୍‌ ଦେଇ ଲିଙ୍ଗିପୁର ୩ଟି, ରୁଟ୍‌-୧୬ରେ ମାଷ୍ଟରକ୍ୟାଣଣ୍ଟିନ୍‌ରୁ ସିଡିଏ କଟକ ୩ଟି, ରୁଟ୍‌-୨୦ ମାଷ୍ଟରକ୍ୟାଣ୍ଟିନ୍‌ରୁ ଖୋର୍ଦ୍ଧା ୩ଟି, ରୁଟ -୨୩ ମାଷ୍ଟରକ୍ୟାଣ୍ଟିନ୍‌ରୁ ସମ୍‌ ହସ୍ପିଟାଲ ୩ଟି ଓ ରୁଟ୍‌-୨୩ରେ ମାଷ୍ଟରକ୍ୟାଣ୍ଟିନ୍‌ରୁ ଏମ୍ସ ହସ୍ପିଟାଲ ଯାଏ ୩ଟି ମୋ ବସ୍‌ ଚଳାଚଳ କରିବ ବୋଲି ଟୁଇଟ୍‌ ମାଧ୍ୟମରେ କ୍ରୁଟ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ପୋଲିସ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri