ଲକ୍‌ଡାଉନ୍‌ରେ ସ୍ତ୍ରୀଙ୍କ ପାଇଁ ଔଷଧ ଆଣିବାକୁ ଘୋଡ଼ାରେ ଗଲେ ବୃଦ୍ଧ

ସୋଲାପୁର,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ଯାନବାହନ ଚଳାଚଳ କରୁ ନ ଥିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି। ମହାରାଷ୍ଟ୍ର ସୋଲାପୁର ଜିଲାରେ ଜଣେ ବୃଦ୍ଧ ସ୍ତ୍ରୀଙ୍କ ପାଇଁ ଔଷଧ ଆଣିବାକୁ ୭୦ କିମି ଘୋଡ଼ାରେ ଯାଇଛନ୍ତି। ଏବେ ଏହାର ଫଟୋ ଏବଂ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ଅକ୍କଲକୋଟ ଅଞ୍ଚଳର ଦର୍ଶନାଲ ଗାଁରେ ବାସ କରୁଥିବା ବୃଦ୍ଧ ଅଜମୋଦ୍ଦିନ୍‌ ପଠାନ ସାହେବ ଏଭଳି କରିଛନ୍ତି। ୬୭ ବର୍ଷ ବୟସ୍କା ସ୍ତ୍ରୀ ମମତାଜ୍‌ଙ୍କ ପାଇଁ ସେ ବ୍ଲଡ୍‌ ପ୍ରେସର ଔଷଧ ଆଣିବା ଲାଗି ସହରକୁ ଘୋଡ଼ାରେ ଯାଇଥିଲେ। ବାଟରେ ତାଙ୍କୁ ପୋଲିସ ପଚରାଉଚରା କରିଥିଲା। ତେବେ ଅଜମୋଦ୍ଦିନ ସ୍ତ୍ରୀଙ୍କ ପାଇଁ ଔଷଧ ଆଣିବାକୁ ଯାଉଥିବା କହିଥିଲେ। ପରେ ପୋଲିସ ତାଙ୍କୁ ଯିବାକୁ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିୟୁଟି ପାର୍ଲର

ଉନ୍ନାଓ: କୌଣସି ମଧ୍ୟ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ବିଦ୍ୟାଳୟକୁ ଠିକ୍‌ ଭାବେ ଚଳାଇବା ସହ ଅନୁଶାସନ ବଜାୟ ରଖିବାର ସମ୍ପୂର୍ଣ୍ଣ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri