ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କଠାରୁ ଜରିମାନା ଆଦାୟ କଲା ପ୍ରଶାସନ

ପାଟପୁର,୨୩।୩(ଡି.ଏନ୍‌.ଏ.): ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ଚାରିଆଡ଼େ ସଚେତନତା ସୃଷ୍ଟି କରାଯାଉଛି। ଏହି ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ମଧ୍ୟ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନରେ ସାନଖେମୁଣ୍ଡି ଅଞ୍ଚଳରେ କିଛି ବ୍ୟକ୍ତି ଏହାକୁ ଉଲ୍ଲଙ୍ଘନ କରୁଥିବା ନେଇ ପାଟପୁର ବସ୍‌ଷ୍ଟାଣ୍ଡ ନିକଟରେ ସାନଖେମୁଣ୍ଡି ତହସିଲଦାର ଅମିତ କୁମାର ନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗାୟତ୍ରୀଦତ୍ତ ନାୟକ, ପାଟପୁର ଥାନାଧିକାରୀ ଅଜୟ କୁମାର ବାରିକ ଉଲ୍ଲଙ୍ଘନକାରୀଙ୍କୁ ବୁଝାଇ ସଚେତନତା କରିବା ସହ କିଛି ଉଲ୍ଲଙ୍ଘନକାରୀଙ୍କଠାରୁ ଜରିମାନା ଆଦାୟ କରିଛନ୍ତି। ତହସିଲଦାର,ବିଡିଓ ଓ ଥାନାଧିକାରୀ ବିଭିନ୍ନ ଗ୍ରାମକୁ ଯାଇ ଡାକବାଜି ଯନ୍ତ୍ର ଯୋଗେ ଲୋକଙ୍କୁ ପରାମର୍ଶ ଦେଇ ଲକ୍‌ଡାଉନ୍‌ ପାଳନ କରିବାକୁ ଅନୁରୋଧ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଭଞ୍ଜନଗର ଥାନା ସମ୍ମୁଖରେ ବିଦ୍ୟୁତ୍ ଖୁଣ୍ଟରେ ନିଆଁ: ସଟ୍ ସର୍କିଟ୍ ଯୋଗୁଁ ହୁ ହୁ ହୋଇ ଜଳିଲା ତାର, ଭୟଭୀତ ହେଲେ…

ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri