ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ୍‌ ସଂକ୍ରମଣ ଧିରେ ଧିରେ ସାରା ଦେଶରେ କାୟା ବିସ୍ତାର କରି ଚାଲିଛି। କରୋନା ସହ ମୁକାବିଲା ପାଇଁ ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏହାର ଅବଧି ଏପ୍ରିଲ ୧୪କୁ ଶେଷ ହେଉଛି। କିନ୍ତୁ ରାଜ୍ୟରେ କରୋନା ସଂକ୍ରମଣର ଭୟାବହତାକୁ ଦେଖି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ଲକ୍‌ଡାଉନ୍‌ର ଅବଧିକୁ ବୃଦ୍ଧି କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏକ ବୈଠକ କରିଛନ୍ତି। ଏହି ବୈଠକରେ ମୋଦି ରାଜ୍ୟରେ କରୋନା ସ୍ଥିତି ଓ ମୁକାବିଲା ନେଇ ସମୀକ୍ଷା କରିଛନ୍ତି। ଦେଶରେ ଦିନକୁ ଦିନ କରୋନା ସ୍ଥିତି ଉଦ୍‌ବେଗଜନକ ହେବାରେ ଲାଗିଛି। ବିଶେଷ କରି ଦିଲ୍ଲୀ ଓ ମହାରାଷ୍ଟ୍ରରେ କରୋନା ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ତେଣୁ କରୋନା ବ୍ୟାପିବାରୁ ରୋକିବା ପାଇଁ ଦିଲ୍ଲୀ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଓଡିଶା ସମେତ ପଞ୍ଜାବର ମୁଖ୍ୟମନ୍ତ୍ରୀ ଏହି ଲକ୍‌ଡାଉନ୍‌କୁ ବୃଦ୍ଧି କରିବା ପାଇଁ ମୋଦିଙ୍କୁ ଏକ ପ୍ରସ୍ତାବ ଦେଇଛନ୍ତି। ଏହାକୁ ଏପ୍ରିଲ ୩୦ ଯାଏ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀଙ୍କୁ ଏକ ପ୍ରସ୍ତାବ ଦେଇଥିବା ଜଣାପଡ଼ିଛି। ପୂର୍ବରୁ ପଞ୍ଜାବ ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନିଜ ରାଜ୍ୟରେ ଲକ୍‌ଡାଉନ୍‌ ବୃଦ୍ଧି ନେଇ ଘୋଷଣା କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri